Posted inଫୁରସତ

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ ବୟସରେ ଉଭୟ ଆଖିରେ ଦୃଷ୍ଟିଶକ୍ତି ହରାଇଲେ। ବାବା ଭେଙ୍ଗା ଅଗଷ୍ଟ ୧୯୯୬ରେ ମୃତ୍ୟୁବରଣ କରିଥିଲେ। ତାଙ୍କ ମୃତ୍ୟୁପୂର୍ବରୁ ସେ ୫୦୭୯ ବର୍ଷ ପର୍ଯ୍ୟନ୍ତ ଭବିଷ୍ୟବାଣୀ କରିଥିଲେ। ବାବା ଭେଙ୍ଗାର ଅନେକ ଭବିଷ୍ୟବାଣୀ ବର୍ତ୍ତମାନ ପର୍ଯ୍ୟନ୍ତ ସତ୍ୟ ପ୍ରମାଣିତ ହୋଇଛି।
ବାବା ଭେଙ୍ଗାଙ୍କର ସବୁଠାରୁ ପ୍ରସିଦ୍ଧ ଭବିଷ୍ୟବାଣୀ ହେଉଛି ୫୦୭୯ରେ ବିଶ୍ୱ ଶେଷ ହେବ। ମୃତ୍ୟୁ ପୂର୍ବରୁ, ସେ ୫୦୭୯ ବର୍ଷ ପାଇଁ ଭବିଷ୍ୟବାଣୀ କରିଥିଲେ କାରଣ ସେ ଦାବି କରିଥିଲେ ଯେ ସେତେବେଳକୁ ମଣିଷ ଡାଇନୋସର ପରି ପୃଥିବୀରୁ ଅଦୃଶ୍ୟ ହୋଇଯିବ। ବାବା ଭେଙ୍ଗାଙ୍କ ଅନୁଯାୟୀ ଏହି ଜଗତ ୫୦୭୯ରେ ଶେଷ ହେବ।
ଆମେରିକାରେ ୧/୧୧ ଆତଙ୍କବାଦୀ ଆକ୍ରମଣ, ରାଜକୁମାରୀ ଡାଏନା ଭଳି ବାବା ଅନେକ ଭବିଷ୍ୟବାଣୀ ସତ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri