ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଏହି ୫ଟି ରାଶିକୁ ଲାଗିପାରେ ବଡ଼ ଆର୍ଥିକ ଝଟ୍‌କା, ରହିବାକୁ ହେବ ସାବଧାନ!

ଜ୍ୟୋତିଷୀୟ ସଂଯୋଗ ଏବଂ ଗ୍ରହମାନଙ୍କ ଚଳନ ଯୋଗୁ ଅନେକ ରାଶିର ବ୍ୟକ୍ତିଙ୍କ ଜୀବନ ଉପରେ ଏହାର ବଡ଼ ପ୍ରଭାବ ପଡ଼ିବାକୁ ଯାଉଛି। ଏହି ଗ୍ରହ ସ୍ଥିତି ଯୋଗୁ ମେଷ, ବୃଷ, ମିଥୁନ, କନ୍ୟା ଏବଂ ମୀନ ରାଶିର ଲୋକଙ୍କୁ ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ଆସନ୍ତୁ ଜାଣିବା ଏହି ରାଶିଗୁଡ଼ିକ ବିଷୟରେ ସବିଶେଷ ସୂଚନା…

ମେଷ ରାଶି: ର ମେଷ ରାଶିର ବ୍ୟକ୍ତିମାନଙ୍କୁ କାର୍ଯ୍ୟକ୍ଷେତ୍ରରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। କାମର ଚାପ ଯୋଗୁଁ ମାନସିକ ଚିନ୍ତା ବଢ଼ିବ। ଏହା ସହିତ ଆର୍ଥିକ ସଙ୍କଟର ମଧ୍ୟ ସାମ୍ନା କରିବାକୁ ପଡ଼ିପାରେ।

ବୃଷ ରାଶି: ବୃଷ ରାଶିର ଲୋକମାନେ କଠିନ ପରିଶ୍ରମ କରିବା ପରେ ମଧ୍ୟ ଆଶାନୁରୂପ ଫଳ ପାଇବାରୁ ବଞ୍ଚିତ ହେବେ, ଯାହାଫଳରେ ମନ ଦୁଃଖ ରହିବ। ଆର୍ଥିକ ସ୍ଥିତି ଚିନ୍ତାଜନକ ରହିପାରେ। ଏହି ସମୟରେ ପରିବାର ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ।

ମିଥୁନ ରାଶି: ଆପଣଙ୍କୁ ବିଭିନ୍ନ ସମସ୍ୟା ଓ ଅସୁବିଧାର ସାମ୍ନା କରିବାକୁ ପଡ଼ିବ। ବିଶେଷ କରି ଆର୍ଥିକ କ୍ଷେତ୍ରରେ ଅସୁବିଧା ଦେଖାଦେଇପାରେ। ଟଙ୍କାପଇସା ମାମଲାରେ କୌଣସି ବଡ଼ ନିଷ୍ପତ୍ତି ନେବାରୁ ନିବୃତ୍ତ ରୁହନ୍ତୁ, ନଚେତ୍‌ ବଡ଼ ଆର୍ଥିକ କ୍ଷତି ହୋଇପାରେ।

କନ୍ୟା ରାଶି: କନ୍ୟା ରାଶିର ବ୍ୟକ୍ତିମାନଙ୍କୁ ଆର୍ଥିକ ସମସ୍ୟା ଭୋଗିବାକୁ ପଡ଼ିପାରେ। ଏହା ସହ ସ୍ବାସ୍ଥ୍ୟ ପ୍ରତି ସତର୍କ ରହିବାକୁ ହେବ, ନଚେତ୍‌ ଅସୁବିଧା ବଢ଼ିପାରେ। ଯେକୌଣସି କାର୍ଯ୍ୟକୁ ଅତି ସାବଧାନତାର ସହ କରନ୍ତୁ।

ମୀନ ରାଶି: ମୀନ ରାଶିର ବ୍ୟକ୍ତିଙ୍କ ଜୀବନରେ ସମସ୍ୟା ଆଗମନ ହୋଇପାରେ। ପରିବାରରେ ବିବାଦ ଏବଂ ମତଭେଦ ଦେଖାଦେବାର ସମ୍ଭାବନା ରହିଛି। ଖର୍ଚ୍ଚ ବୃଦ୍ଧି ହେବା ଯୋଗୁଁ ଚିନ୍ତା ବଢ଼ିବ। ଏହି ସମୟରେ କୌଣସି ସ୍ଥାନରେ ପୁଞ୍ଜିନିବେଶ (Investment) କରନ୍ତୁ ନାହିଁ, ଏହାଦ୍ୱାରା କ୍ଷତି ହୋଇପାରେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ଆକାଶ ତଳେ ପଡିରହିଛି ଶବ ଫ୍ରିଜର ବକ୍ସ, ଅବହେଳା ଉପରେ କାର୍ଯ୍ୟାନୁଷ୍ଠାନ ଦାବି

ଛତ୍ରପୁର,୧୯।୭(ଦିଲ୍ଲୀପ ସାମଲ) : ପରିବାରର କେହି ଜଣେ ଆତ୍ମୀୟଙ୍କ ମୃତ୍ୟୁ ଘଟିଲେ ଶୋକାକୁଳ ପରିବେଶ ଖେଳିଯାଏ । ଦୂର ସହରରେ ରହୁଥିବା ଝିଅ କିମ୍ବା ପୁଅର ଅପେକ୍ଷା…

କରିଦେବୁ ନୁହେଁ କରିଦିଅନ୍ତୁ…ଅଭିଯୋଗ ଶୁଣାଣିରେ ଜିଲାପାଳଙ୍କୁ ଏଭଳି କହିଦେଲେ ୧୩ ବର୍ଷୀୟ ବାଳକ, ସମସ୍ତେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧୯।୭: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ, ଜଣେ ୧୩ ବର୍ଷୀୟ ବାଳକ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲେ। ଯେତେବେଳେ ବାଳକଟି ଜିଲା ମାଜିଷ୍ଟ୍ରେଟ୍ (DM)ଙ୍କ ସମ୍ମୁଖରେ ନିଜର…

ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ ପାଇଁ ଛାତ୍ରୀ କୀର୍ତ୍ତନା ମନୋନୀତ, ଅଞ୍ଚଳରେ ଖୁସିର ଲହରି

ପଟାଙ୍ଗି,୧୯ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ କୀର୍ତ୍ତନା ସାହୁ ଜାତୀୟ ସ୍ତରୀୟ ପ୍ରେରଣା ଉତ୍ସବ କାର୍ଯ୍ୟକ୍ରମକୁ ମନୋନୀତ…

FIFA World Cup 2026: ସମସ୍ତେ ଟ୍ରଫି ଦେଖିଛନ୍ତି… କିନ୍ତୁ ଏବେ FIFA ଚାମ୍ପିୟଙ୍କୁ ଦିଆଯିବ ଏକ ସ୍ବତନ୍ତ୍ର ‘Ring’, ଯାହାର ମୂଲ୍ୟ…

ନ୍ୟୁୟର୍କ,୧୯।୭: ମାତ୍ର କିଛି ଘଣ୍ଟା ମଧ୍ୟରେ, ଫୁଟବଲ ତାର ପରବର୍ତ୍ତୀ ବିଶ୍ୱ ବିଜେତାଙ୍କୁ ମୁକୁଟ ପିନ୍ଧାଇବ। ୧୯ ଜୁଲାଇ ବିଳମ୍ବିତ ରାତିରେ ଆର୍ଜେଣ୍ଟିନା ଏବଂ ସ୍ପେନ ମଧ୍ୟରେ…

ଉଦ୍‌ଘାଟନ ପୂର୍ବରୁ ଚକରାଘାଟିରେ ପର୍ଯ୍ୟଟକଙ୍କ ଭିଡ଼, ଏବେଠୁ ସୁରକ୍ଷା ଚିନ୍ତା, ନଚେତ୍‌…

ଭଞ୍ଜନଗର,୧୯ା୭(ବାବୁଲା ପ୍ରଧାନ): ଘୁମୁସର ମାଟିରେ ଭଞ୍ଜ ରାଜବଂଶର ଯାହା କିଛି ସ୍ମୃତି ଅଛି ସେଥିମଧ୍ୟରୁ ଚକରାଘାଟି ଅନ୍ୟତମ। ଉକ୍ତ ଘଞ୍ଚ ଜଙ୍ଗଲ ଘାଟିରେ ଘୁମୁସର ବୀର ଚକରା…

୭ ଜିଲାକୁ ପ୍ରବଳ ବର୍ଷା: ସତର୍କ କରାଇ ପାଣିପାଗ ବିଭାଗ କହିଲା ଏହି ସମୟରେ…

ଭୁବନେଶ୍ୱର,୧୯ା୭: ରବିବାର ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (IMD)। ରାଜ୍ୟ…

ଟ୍ରମ୍ପଙ୍କ ଶୁଳ୍କ ଦ୍ୱାରା କିଏ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିଲେ? IMFର ଆଶ୍ଚର୍ଯ୍ୟଜନକ ରିସର୍ଚ୍ଚ ଆସିଲା ସାମ୍ନାକୁ

ଓ୍ବାଶିଂଟନ,୧୯।୭: ଅର୍ଥନୀତିଜ୍ଞ ଏବଂ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF)ର ପୂର୍ବତନ ଉପ-ପରିଚାଳନା ନିର୍ଦ୍ଦେଶକ ଗୀତା ଗୋପୀନାଥ କହିଛନ୍ତି ଯେ ଆମେରିକାର ଶୁଳ୍କର ପରିଣାମ ଆମେରିକୀୟ ଗ୍ରାହକମାନଙ୍କ ପାଇଁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ସୋମବାର ସମସ୍ତ ସ୍କୁଲ ଛୁଟି

ଥିରୁଭାନନ୍ତପୁରମ,୧୯ା୭: ରବିବାର ଫିଫା ବିଶ୍ବକପର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରି ରହିଥିବା ବେଳେ କେରଳ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri