ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ, ସିଂହ, ବିଛା, ମକର ଏବଂ କନ୍ୟା ରାଶି ପାଇଁ ଅତ୍ୟନ୍ତ ସଫଳତା, ଆର୍ଥିକ ଲାଭ, କ୍ୟାରିୟରରେ ଅଭିବୃଦ୍ଧି ଏବଂ ଅପ୍ରତ୍ୟାଶିତ ସୁଯୋଗ ଆଣିବ

ମେଷ: ବାବ ଭେଙ୍ଗାଙ୍କ ଭବିଷ୍ୟବାଣୀ କହୁଛି, ମେଷ ରାଶିରେ ୨୦୨୬ ବର୍ଷ ବେଶ ଆରାମରେ କଟିବ । ଦୀର୍ଘ ଦିନ ହେଲା ଲାଗି ରହିଥିବା ସମସ୍ୟା ଦୂର ହେବ । ସମାଜରେ ମାନସମ୍ମାନ ବୃଦ୍ଧି ପାଇବ । ଏହି ରାଶିର ବ୍ୟକ୍ତି ହଠାତ୍ ଧନ ଲାଭ କରିବେ । ଅଚାନକ୍ ହାତକୁ ଆସିଯିବ ଟଙ୍କା । କ୍ୟାରିୟରରେ ଅଗ୍ରଗତି କରିବ । ସଫଳତା ପାଇବେ ।

ବୃଷ: ଭବିଷ୍ୟବାଣୀ କହୁଛି, ୨୦୨୬ରେ ବୃଷ ରାଶିର ବ୍ୟକ୍ତିଙ୍କ ଅତ୍ୟନ୍ତ ଶୁଭ ହେବ । ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଥିଲେ ସଫଳ ହେବେ । ଛାତ୍ରଛାତ୍ରୀଙ୍କ ପାଇଁ ଭଲ ସମୟ ରହିବ । ନୂଆ କିଛି କରିବାକୁ ପ୍ରୟାସ କରିବେ ଏବଂ ସଫଳ ମଧ୍ୟ ହୋଇପାରନ୍ତି ।

କର୍କଟ: ବାବା ଭେଙ୍ଗା କହିଯାଇଛନ୍ତି ଯେ, କର୍କଟ ରାଶିର ବ୍ୟକ୍ତିଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ କରିଦେବେ । ରୋଜଗାରର ନୂଆ ରାସ୍ତା ଖୋଲିବ । ନୂତନ ଚାକିରି, ପଦୋନ୍ନତି, ବେତନ ବୃଦ୍ଧି ହେବାର ସମ୍ଭାବନା ରହିଛି । ବ୍ୟବସାୟରେ ଲାଭ ହେବ । ସମ୍ମାନ ଏବଂ ସ୍ବାଭିମାନ ବୃଦ୍ଧି ପାଇବ । ହଠାତ୍ ଆର୍ଥିକ ଲାଭ ହେବ ।

ସିଂହ: ସିଂହ ରାଶି ୨୦୨୬ରେ କମାଲ କରିବେ । ଆକସ୍ମିକ ଭାବେ ଧନ ଲାଭ ହେବ । ପାରିବାରିକ ସ୍ଥିତି ବେଶ୍‌ ସୁଦୃଢ ହେବ । ପୁରୁଣା ସମସ୍ୟା ଦୂର ହେବ । ଚାକିରି ଏବଂ ବ୍ୟବସାୟରେ ସ୍ଥିରତା ରହିବ । ସମାଜରେ ଖ୍ୟାତି ବୃଦ୍ଧି ପାଇବ ।

କନ୍ୟା: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ କହୁଛି, କନ୍ୟା ରାଶିରେ ଅତ୍ୟନ୍ତ ଶୁଭ ସମୟ ଆରମ୍ଭ ହେବ । ୨୦୨୬ ମସିହାରେ ଏହି ରାଶିରେ କିଛି ଚମତ୍କାର ଘଟଣା ଘଟିବ । ଯାହାକି ଭାଗ୍ୟ ବଦଳାଇ ଦେଇପାରେ । କ୍ୟାରିୟରରେ ଅଗ୍ରଗତି ହେବାର ସମ୍ଭାବନା ଅଧିକ । ବ୍ୟବସାୟ କରୁଥିବା ବ୍ୟକ୍ତି ଲାଭବାନ ହେବେ । ନୂତନ ବ୍ୟବସାୟ ଆରମ୍ଭ କରିବାର ଯୋଗ ରହିଛି ।

ଧନୁ ରାଶି: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ରହିଛି ଯେ, ୨୦୨୬ରେ ଧନୁ ରାଶିର ବ୍ୟକ୍ତିଙ୍କ ସୁଖ ଏବଂ ସମୃଦ୍ଧି ବଢିବ । ବଡ଼ ସୁଯୋଗ ପାଇପାରନ୍ତି । ସବୁଠୁ ବଡ ଇଚ୍ଛା ପୂରଣ ହୋଇପାରେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବ ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri