Posted inଫୁରସତ

ଭୟଙ୍କର ଭବିଷ୍ୟବାଣୀ କଲେ ବାବା ଭେଙ୍ଗା, ଏଥର କହିଲେ ମଣିଷକୁ ପୃଥିବୀ ଛାଡିବାକୁ ପଡ଼ିବ

ନର୍ଥ ମାସିଡୋନିଆ: ବୁଲଗେରିଆର ଭବିଷ୍ୟଦ୍ବକ୍ତା ବାବା ଭେଙ୍ଗାଙ୍କର ପ୍ରକୃତ ନାମ ଥିଲା ଭେଙ୍ଗେଲିଆ ପାଣ୍ଡେଭା ଗୁଷ୍ଟରୋଭା। ତାଙ୍କର ଜନ୍ମ ୧୯୧୧ ମସିହାରେ ହୋଇଥିଲା। ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ଭବିଷ୍ୟବାଣୀ କରିଛନ୍ତି। ଏପରି ଏକ ଭବିଷ୍ୟବାଣୀରେ ସେ କହିଛନ୍ତି ଯେ ୩୭୯୭ ମସିହାରେ ମଣିଷକୁ ପୃଥିବୀ ଛାଡିବାକୁ ପଡିବ କାରଣ ସେତେବେଳକୁ ପୃଥିବୀ ବାସଯୋଗ୍ୟ ରହିବ ନାହିଁ। ବାବା ଭେଙ୍ଗାଙ୍କ ଅନେକ ଭବିଷ୍ୟବାଣୀ ପୂର୍ବରୁ ସତ୍ୟ ପ୍ରମାଣିତ ହୋଇସାରିଛି।
ବାବା ଭେଙ୍ଗା ୯/୧୧ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଆକ୍ରମଣ, ରାଜକୁମାରୀ ଡାଏନାଙ୍କ ମୃତ୍ୟୁ, ସୋଭିଏତ ୟୁନିଅନର ବିଘଟନ ଏବଂ ଚାଇନା ଏକ ବିଶ୍ୱ ଶକ୍ତି ହେବା ବିଷୟରେ ଭବିଷ୍ୟବାଣୀ କରିଥିଲେ, ଯାହା ସମୟ ସହିତ ସତ୍ୟ ପ୍ରମାଣିତ ହୋଇଥିଲା। ଏହି ଭବିଷ୍ୟବାଣୀଗୁଡ଼ିକର ଆଂଶିକ ସଠିକତା ତାଙ୍କୁ ଏକ ରହସ୍ୟମୟ ବ୍ୟକ୍ତିତ୍ୱ କରିଦେଇଥିଲା। ପାଶ୍ଚାତ୍ୟ ଗଣମାଧ୍ୟମରେ ତାଙ୍କୁ ପ୍ରାୟତଃ ‘ବାଲକାନ ନୋଷ୍ଟ୍ରାଡାମସ’ ବୋଲି କୁହାଯାଏ। ବାବା ଭେଙ୍ଗା ତାଙ୍କ ଯୁବକ ଅବସ୍ଥାରେ ଏକ ଦୁର୍ଘଟଣାରେ ଦୃଷ୍ଟିଶକ୍ତି ହରାଇଥିଲେ, ଯାହା ପରେ ସେ ଭବିଷ୍ୟତ ଦେଖିବାର ଶକ୍ତି ଅର୍ଜନ କରିଥିବା ଦାବି କରିଥିଲେ। ଧୀରେ ଧୀରେ ସେ ଜଣେ ପ୍ରସିଦ୍ଧ ଭବିଷ୍ୟଦ୍ବକ୍ତା ହୋଇଗଲେ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଜୁନିୟର ବର୍ଗରେ ଚାମ୍ପିୟନ୍ ହେଲା ୟୁନିଟ-୮ ଡିଏଭି ପବ୍ଲିକ ସ୍କୁଲ, ରନର୍ସ-ଅପ୍ ହେଲେ …

ଭୁବନେଶ୍ୱର,୯।୮: ଏକ ରୋମାଞ୍ଚକର ଫାଇନାଲ ମୁକାବିଲା ସହ ଶେଷ ହୋଇଛି ମେଟଲ ମିଟ୍‌ ୨୦୨୬ ଜୁନିୟର ବର୍ଗ ପ୍ରତିଯୋଗିତା। ଜ୍ଞାନ ଓ ପ୍ରତିଭାର ଏହି ମୁକାବିଲାରେ ଭୁବନେଶ୍ୱରର…

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

ଧରିତ୍ରୀର ପ୍ରଭାବ; ତତ୍ପରତା ଦେଖାଇଲେ ବିଦ୍ୟୁତ କର୍ମଚାରୀ, ସଫେଇ ହେଲା ଟ୍ରାନ୍ସଫର୍ମର ନିକଟ ଗଛ

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲି ଗଛରେ ଆଚ୍ଛାଦିତ ହୋଇ ରହିଥିଲା ।…

ଏନ୍‌ପିଏସ୍‌ ଶିକ୍ଷକ ସଂଘ ଶିକ୍ଷକଙ୍କ ଦୁଃଖ, ୨୨ ବର୍ଷ ଶିକ୍ଷାଦାନ ପରେ ମିଳୁଛି ୩ ହଜାର ପେନସନ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଦୀର୍ଘ ୨୨ ବର୍ଷ ଧରି ଶିକ୍ଷାଦାନ କରିବା ପରେ ଅବସର ନେଉଥିବା ଏନ୍‌ପିଏସ୍‌ ଶିକ୍ଷକଙ୍କୁ ମିଳୁଛି ମାତ୍ର ୩ ହଜାରରୁ ଅଧିକ ଟଙ୍କାର ପେନସନ।…

ପିଇଓ ସଙ୍ଘର କର୍ମକର୍ତ୍ତା ଚୟନ, ଦାୟିତ୍ୱ ନେଲେ ପଦାଧିକାରୀ

କୋରାପୁଟ,୯।୮(ଅମିତାଭ ବେହେରା): ନିଖିଳ ଉତ୍କଳ କୋରାପୁଟ ଜିଲା ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସଙ୍ଘର ପୁନର୍ଗଠନ ତଥା ନୂତନ କମିଟି ଗଠନ ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।…

ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….

ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ…

ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…

ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ…

ଖେଳୁଖେଳୁ ଦୁଇ ଶିଶୁଙ୍କ ଆଖି ସାମ୍ନାରେ ହଠାତ୍‌ ଦବିଗଲା ମାଟି, ୧୦ ଫୁଟ ଗର୍ତ୍ତ ଦେଖି ଆତଙ୍କିତ ଗ୍ରାମବାସୀ

ଭଞ୍ଜନଗର,୯ା୮(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କନ୍ଧମାଳ ଜିଲାର ରାଇକିଆ ବ୍ଲକ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମରେ ଭୂସ୍ଖଳନ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri