Posted inଫୁରସତ

ବାବା ଭେଙ୍ଗା କରିଦେଲେ ଭୟଙ୍କର ଭବିଷ୍ୟବାଣୀ, ୨୦୨୫ରେ ହେବ ସବୁଠାରୁ ବଡ଼ ଯୁଦ୍ଧ! ରଚିବ ତାଣ୍ଡବ…

ନୂଆଦିଲ୍ଲୀ,୧୦।୧୨: ଆଉ କେଇଟା ଦିନ ପରେ ଶେଷ ହୋଇଯିବ ୨୦୨୪। ଏବଂ କିଛି ଦିନ ପରେ ନୂଆ ବର୍ଷ ଆରମ୍ଭ ହେବାକୁ ଯାଉଛି। ନୂଆ ବର୍ଷ ଆରମ୍ଭ ପୂର୍ବରୁ, ଅନେକ ଲୋକ ଜାଣିବାକୁ ଚାହାଁନ୍ତି ଯେ ଆଗାମୀ ବର୍ଷରେ କେଉଁ ବଡ଼ ଘଟଣା ଘଟିବ। ଏନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି ବାବା ଭେଙ୍ଗା।

ବାବା ଭେଙ୍ଗାଙ୍କ ପୂର୍ବାନୁମାନ ଅନୁଯାୟୀ, ୨୦୨୫ରେ ସିରିଆର ପତନ ସମଗ୍ର ବିଶ୍ୱରେ ବିବାଦ ସୃଷ୍ଟି କରିବ। ସିରିଆର ପତନ ପରେ ପୂର୍ବ ଏବଂ ପାଶ୍ଚାତ୍ୟ ମଧ୍ୟରେ ଏକ ବିଶ୍ୱଯୁଦ୍ଧ ଆରମ୍ଭ ହେବ, ଯାହା ତୃତୀୟ ବିଶ୍ୱଯୁଦ୍ଧ ଭାବରେ କୁହାଯିବ। ବାବା ଭେଙ୍ଗାଙ୍କ ଅନୁଯାୟୀ, ୟୁରୋପରେ ଯୁଦ୍ଧ ହେତୁ ମାନବଜାତିର ବିନାଶ ଆରମ୍ଭ ହେବ।

ଏହା ବ୍ୟତୀତ ପୃଥିବୀ ବାହାରେ ଯୋଗାଯୋଗ ସ୍ଥାପନ କରିବାରେ ମଣିଷ ସଫଳତା ହାସଲ କରିପାରିବ। ୨୦୨୫ରେ ଏଭଳି ବଡ ବିପର୍ଯ୍ୟୟ ଘଟିବ, ଯାହା ପୃଥିବୀର ବିଲୁପ୍ତ ହେବାର ଆରମ୍ଭ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବଡ଼ଭାଇ,ପୁତୁରା: ଫେରାର୍‌ ଥିବାବେଳେ ବାପପୁଅଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁହାଳପୁର ଗ୍ରାମର ସାନଭାଇ କହ୍ନେଇ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri