Posted inଫୁରସତ

ବାବା ଭେଙ୍ଗା ମହିଳା ନା ପୁରୁଷ ଥିଲେ, ସତ ଜାଣିଲେ ଉଡିବ ହୋସ

ଆପଣ କେବେ ନା କେବେ ବାବା ଭେଙ୍ଗା ଏବଂ ତାଙ୍କର ଭବିଷ୍ୟବାଣୀ ବିଷୟରେ ଶୁଣିଥିବ। ସେ ବିଶ୍ୱ ବିଷୟରେ କରିଥିବା ଅଧିକାଂଶ ଭବିଷ୍ୟବାଣୀ ସତ ସାବ୍ୟସ୍ତ ହୋଇଛି। କିନ୍ତୁ ଆପଣ ଜାଣନ୍ତି କି ବାବା ଭେଙ୍ଗା ଜଣେ ମହିଳା ଥିଲେ କି ପୁରୁଷ। ଏ ସମ୍ପର୍କରେ ଜାଣିଲେ ତାଜୁବ ହୋଇଯିବେ।

ଆପଣଙ୍କୁ କହି ରଖୁଛୁ ଯେ ବାବା ଭେଙ୍ଗାଙ୍କ ପ୍ରକୃତ ନାମ ଭାଙ୍ଗେଲିଆ ପାଣ୍ଡେଭା ଗୁଷ୍ଟେରୋଭା। ତାଙ୍କର ଜନ୍ମ ୧୯୧୧ ଜାନୁଆରୀ ୩୧ ତାରିଖରେ ହୋଇଥିଲା। ବାବା ଭେଙ୍ଗା ପ୍ରକୃତରେ ଜଣେ ମହିଳା ଥିଲେ ଏବଂ ପିଲାଦିନରୁ ଆଖି ହରାଥିଲେ। ଅର୍ଥାତ ଜନ୍ମ ସମୟରେ ସେ ତାଙ୍କର ଦୃଷ୍ଟିଶକ୍ତି ହରାଇଥିଲେ। ବାବା ଭାଙ୍ଗା ତାଙ୍କ ଜୀବନର ଅଧିକାଂଶ ସମୟ ବୁଲଗେରିଆର ବେଲାସିକା ପର୍ବତମାଳାର ରୁପିଟ ଅଞ୍ଚଳରେ ବିତାଇଥିଲେ।

ଯେତେବେଳେ ବାବା ଭେଙ୍ଗା ଛୋଟ ଥିଲେ, ତାଙ୍କ ବାପା ପ୍ରଥମ ବିଶ୍ୱଯୁଦ୍ଧ ସମୟରେ ବୁଲଗେରିଆନ ସେନାରେ ନିଯୁକ୍ତି ପାଇଥିଲେ। ତାଙ୍କ ମାଆଙ୍କର ଅଳ୍ପ ସମୟ ପରେ ମୃତ୍ୟୁ ହୋଇଯାଇଥିଲା। ଏହି କାରଣରୁ, ଭେଙ୍ଗାଙ୍କୁ ତାଙ୍କ ଯୌବନର ଅଧିକାଂଶ ସମୟ ପଡ଼ୋଶୀ ଏବଂ ନିକଟତମ ପରିବାର ବନ୍ଧୁମାନଙ୍କ ସହ ବିତୁଥିଲା। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେ ବିଶ୍ୱବ୍ୟାପୀ ଲୋକପ୍ରିୟତା ହାସଲ କରିଥିଲେ।

ବାବା ଭେଙ୍ଗାଙ୍କ ପ୍ରକୃତ ନାମ ଆଞ୍ଜେଲିକା ପାଣ୍ଡେଭ ଗୁଶାରୋଭା ଥିଲା। ତାଙ୍କୁ ଦାଷ୍ଟ୍ରେଦମସ ମଧ୍ୟ କୁହାଯାଏ। ସେ ଅର୍ଦ୍ଧ-ଶିକ୍ଷିତ ଥିଲେ। ୧୯୯୬ରେ ତାଙ୍କ ମୃତ୍ୟୁ ପୂର୍ବରୁ, ସେ ୫୦୭୯ ମସିହା ପର୍ଯ୍ୟନ୍ତ ଭବିଷ୍ୟବାଣୀ କରିଥିଲେ ଏବଂ ତାଙ୍କର ଅନେକ ଭବିଷ୍ୟବାଣୀ ଏପର୍ଯ୍ୟନ୍ତ ସତ୍ୟ ହୋଇଛି। ଉଦାହରଣ ସ୍ବରୂପ, ସେ ୨୦୦୧ରେ ଆମେରିକାରେ ହୋଇଥିବା ୯/୧୧ ଆକ୍ରମଣ ବିଷୟରେ ପୂର୍ବରୁ କହିଥିଲେ। ସେହିପରି ୧୯୯୧ ମସିହାରେ ସୋଭିଏତ୍ ୟୁନିଅନର ବିଲୟ ବିଷୟରେ ଭବିଷ୍ୟବାଣୀ ମଧ୍ୟ ସତ୍ୟ ହୋଇଛି। ତେବେ ସ୍ତନ କର୍କଟ ଯୋଗୁଁ ତାଙ୍କର ୧୧ ଅଗଷ୍ଟ ୧୯୯୬ରେ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri