ପୁଣି ସତ ହେଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଟ୍ରମ୍ପଙ୍କୁ ନେଇ କହିଥିଲେ ଏମିତି…

ଓ୍ବାଶିଂଟନ୍‌,୧୪।୭: ପେନସିଲଭାନିଆରେ ଏକ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ସମଗ୍ର ବିଶ୍ୱକୁ ଚକିତ କରିଛି। ଯଦିଓ ଡୋନାଲ୍ଡ ଟ୍ରମ୍ପ ଏହି ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ, କିନ୍ତୁ ଟ୍ରମ୍ପଙ୍କ ଉପରେ ଆକ୍ରମଣ ପରେ ବର୍ତ୍ତମାନ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ପୁଣି ଚର୍ଚ୍ଚାକୁ ଆସିଛି। ଯେଉଁଥିରେ ସେ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣ ବିଷୟରେ କହି ସାରିଛନ୍ତି। ଟ୍ରମ୍ପଙ୍କ ଉପରେ ଆକ୍ରମଣ ହେବା ନେଇ ପୂର୍ବାନୁମାନ କରିଥିଲେ ବାବା ଭେଙ୍ଗା। ବର୍ତ୍ତମାନ ଶତପ୍ରତିଶତ ସତ ହୋଇଛି।
ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣର ପୂର୍ବାନୁମାନ କରି ବାବା ଭେଙ୍ଗା ପୁଣି ଥରେ ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ବାବା ଭେଙ୍ଗା ତାଙ୍କ ଭବିଷ୍ୟବାଣୀରେ କହିଥିଲେ, ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ ବିପଦରେ ପଡ଼ିବ। ବୁଲଗେରିଆର ଜଣେ ଅନ୍ଧ ବ୍ୟକ୍ତି ବାବା ଭେଙ୍ଗା ଅନେକ ପ୍ରସଙ୍ଗକୁ ନେଇ ଭବିଷ୍ୟବାଣୀ କରିଛନ୍ତି, ଯାହା ଅନେକ ସମୟରେ ସତ ହୋଇଛି।
ପେନସିଲଭାନିଆରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ ଡୋନାଲ୍ଡ ଟ୍ରମ୍ପ ଜଣେ ୨୦ ବର୍ଷ ବୟସ୍କ ଯୁବକଙ୍କ ଦ୍ୱାରା ଗୁଳି ଚଳାଇଥିଲେ। ତେବେ ଟ୍ରମ୍ପ ଏହି ଆକ୍ରମଣରୁ ରକ୍ଷା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri