Posted inଖେଳ

କୋହଲିଙ୍କ ଜନ୍ମଦିନରେ ବାବର ଆଜମ କଲେ ଏଭଳି କାମ, ପାକିସ୍ତାନ ପ୍ରଶଂସକ କରୁଛନ୍ତି ସଲାମ..

ନୂଆଦିଲ୍ଲୀ,୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲି ମଙ୍ଗଳବାର ଅର୍ଥାତ ନଭେମ୍ବର ୫ରେ ନିଜର ୩୬ତମ ଜନ୍ମଦିନ ପାଳନ କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ପରାଜୟ ସହ ନିଜର ଖରାପ ପ୍ରଦର୍ଶନକୁ ନେଇ ଜନ୍ମଦିନର ଉତ୍ସାହ ଫିକା ପଡ଼ିଯାଇଛି। ଏହାସତ୍ତ୍ୱେ କୋହଲି ପ୍ରଶଂସକ ନିଜର ଷ୍ଟାର କ୍ରିକେଟରଙ୍କୁ ଶୁଭେଚ୍ଛା ବାର୍ତ୍ତା ଜଣାଉଛନ୍ତି। ଏସବୁ ମଧ୍ୟରେ ଜଣେ ପାକିସ୍ତାନୀ ବ୍ୟବହାରକାରୀ ଏଭଳି ପୋଷ୍ଟ ଶେୟାର କରିଛନ୍ତି, ଯାହାକି ବିରାଟଙ୍କ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଛି।

ବିରାଟଙ୍କ ଜନ୍ମଦିନରେ ବାବର ର଼୍ୟାଙ୍କିଂରେ ଏକ ସ୍ବତନ୍ତ୍ର ରେକର୍ଡ ନିଜ ନାମରେ କରିଛନ୍ତି। ଏହି ରେକର୍ଡ ହେଉଛି ଆଇସିସି ଦିନିକିଆ ବ୍ୟାଟିଂ ର଼୍ୟାଙ୍କିଂରେ ସର୍ବାଧିକ ସମୟ ଯାଏ ନମ୍ବର ୧ ସ୍ଥାନରେ ରହିବା। ଏହି ମାମଲାରେ ଏଯାବତ ଏସିଆର ବ୍ୟାଟ୍ସମ୍ୟାନ୍‌ ଭାବେ ରେକର୍ଡ ବିରାଟଙ୍କ ନାମରେ ଥିଲା। ସେ ୧୨୫୮ ଦିନ ଯାଏ ଦିନିକିଆ ର଼୍ୟାଙ୍କିଂରେ ପ୍ରଥମ ସ୍ଥାନରେ ଥିଲେ। ହେଲେ ବାବର ତାଙ୍କୁ ପଛରେ ପକାଇଛନ୍ତି। ସେ ୧୨୬୦ ଦିନ ସମାନ ସ୍ଥାନରେ ରହି ନୂଆ ରେକର୍ଡ କରିଛନ୍ତି। ଏହାକୁ ନେଇ ପାକିସ୍ତାନର ପ୍ରଶଂସକମାନେ ଖୁସିବ୍ୟକ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri