Posted inଖେଳ

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ବାବର ଆଜାମ

ହରାରେ, ୨୦।୪: ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବଠାରେ ବୁଧବାରଠାରୁ ପାକିସ୍ତାନ ଓ ଜିମ୍ବାଓ୍ବେ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏହି ସିରିଜ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଭାରତୀୟ ରନ୍‌ମେସିନ ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିପାରନ୍ତି।

ଗତ ସପ୍ତାହରେ ନମ୍ବର ଓ୍ବାନ ମାନ୍ୟତା ହାସଲ କରିଥିବା ବାବରଙ୍କୁ ଟି୨୦ ଫର୍ମାଟରେ ୨ ହଜାର ପୂରଣ କରିବା ପାଇଁ ୬୦ ରନ୍‌ ଦରକାର। ଅନ୍ତର୍ଜାତୀୟ ଟି୨୦ରେ ସବୁଠୁ କମ୍‌ ଇନିଂସରେ ୨ ହଜାର ରନ୍‌ କରିବାର ରେକର୍ଡ ଏବେ କୋହଲିଙ୍କ ନାମରେ ଅଛି। ସେ କ୍ୟାରିୟରର ୫୬ତମ ଇନିଂସରେ ଏହି ମାଇଲଷ୍ଟୋନ ଛୁଇଁଥିଲେ। ଏ ପର୍ଯ୍ୟନ୍ତ ୪୯ଟି ଇନିଂସ ଖେଳିଥିବା ବାବରଙ୍କ ନାମରେ ରହିଛି ୧,୯୪୦ ରନ୍‌। ଏଣୁ କୋହଲିଙ୍କ ରେକର୍ଡ ଭାଙ୍ଗିବା ପାଇଁ ଫୁଲ୍‌ ଫର୍ମରେ ଥିବା ବାବରଙ୍କ ପାଖରେ ୬ଟି ଇନିଂସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ କୋହଲି

ନୂଆଦିଲ୍ଲୀ, ୨୧।୧: ଅଧିନାୟକ ବିରାଟ କୋହଲି ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ ବୋଲି କହିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ପୂର୍ବତନ ଅଧିନାୟକ...

ପ୍ୟାରିସ ମାଷ୍ଟର୍ସ ଟେନିସ୍‌:ନାଡାଲ କ୍ୱାର୍ଟରଫାଇନାଲରେ

ପ୍ୟାରିସ, ୭ା୧୧ (ଏପି): ଜୋର୍ଡାନ ଥମ୍ପସନଙ୍କୁ ୬-୧, ୭-୬ (୩) ସେଟ୍‌ରେ ପରାସ୍ତ କରି ଟପ୍‌ ସିଡ୍‌ ରାଫାଲ ନାଡାଲ ପ୍ୟାରିସ ମାଷ୍ଟର୍ସ ଟେନିସ ପ୍ରତିଯୋଗିତାର...

ଅଷ୍ଟ୍ରେଲୀୟ ଫୁଟବଲର କୋଭିଡ-୧୯ ଆକ୍ରାନ୍ତ

ସିଡନୀ,୨୮।୩ (ଏ.ପି.):  ଅଷ୍ଟ୍ରେଲିଆର ଜଣେ ଏ-ଲିଗ୍‌ ଫୁଟବଲର କାରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ପ୍ରଥମ ଅଷ୍ଟ୍ରେଲୀୟ ପେସାଦାର ଫୁଟବଲ ଭାବା ସେ ଏହି ଭାଇରସ୍‌ ଦ୍ୱାରା...

ବିଶ୍ୱର ନଂ ୧ ଟେଷ୍ଟ ଅଲରାଉଣ୍ଡର ଜାଡେଜା

ଦୁବାଇ,୯।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଆଇସିସି ଟେଷ୍ଟ ଅଲରାଉଣ୍ଡରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶ୍ରେଷ୍ଠ ମାନ୍ୟତା ହାସଲ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ତଥା ମୋହାଲି ଟେଷ୍ଟରେ...

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ...

ପିଙ୍କ୍‌ ବଲ୍‌ରେ ଇତିହାସ ରଚିଲେ ଇଶାନ୍ତ ଶର୍ମା

କୋଲକାତା,୨୨।୧୧: କୋଲକାତାର ପ୍ରସିଦ୍ଧ ଇଡେନ ଗାର୍ଡେନ୍ସରେ ଆରମ୍ଭ ହୋଇଛି ଭାରତ ଏବଂ ବାଂଲାଦେଶ ମଧ୍ୟରେ ଐତିହାସିକ ଟେଷ୍ଟ। ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତି ନେଇଥିବା...

ଏସିସି ଅଧ୍ୟକ୍ଷ ଭାବେ ଜୟ ଶାହା ନିର୍ବାଚିତ

ନୂଆଦିଲ୍ଲୀ,୩୦।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହ ଆଉ ଏକ ନୂଆ ଗୁରୁଦାୟିତ୍ୱ ମଳିଛି। ସେ ଏସିଆନ୍‌ କ୍ରିକେଟ କାଉନସିଲ (ଏସିସି)ର...

ମ୍ୟାଚ୍‌ ପରେ ଭୋ ଭୋ କାନ୍ଦିଲେ ଏହି କ୍ରିକେଟ୍‌ରଙ୍କ ବାପା: ଦେଖନ୍ତୁ ଭିଡିଓ

ଦୁବାଇ,୨୫।୧୦: ଭାରତ ବିପକ୍ଷରେ ବିଜୟ ପରେ ସମଗ୍ର ପାକିସ୍ତାନ ଏହି ସମୟରେ ଉତ୍ସବରେ ବୁଡି ରହିଛି। ଅଧିନାୟକ ବାବର ଆଜମଙ୍କୁ ସବୁଠି ପ୍ରଶଂସା କରାଯାଉଛି। ସେ...

Advertisement
Archives

Model This Week