Posted inଖେଳ

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିବା ଲକ୍ଷ୍ୟରେ ବାବର ଆଜାମ

ହରାରେ, ୨୦।୪: ସ୍ଥାନୀୟ ହରାରେ ସ୍ପୋଟର୍‌ସ କ୍ଲବଠାରେ ବୁଧବାରଠାରୁ ପାକିସ୍ତାନ ଓ ଜିମ୍ବାଓ୍ବେ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌। ଏହି ସିରିଜ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଭାରତୀୟ ରନ୍‌ମେସିନ ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିପାରନ୍ତି।

ଗତ ସପ୍ତାହରେ ନମ୍ବର ଓ୍ବାନ ମାନ୍ୟତା ହାସଲ କରିଥିବା ବାବରଙ୍କୁ ଟି୨୦ ଫର୍ମାଟରେ ୨ ହଜାର ପୂରଣ କରିବା ପାଇଁ ୬୦ ରନ୍‌ ଦରକାର। ଅନ୍ତର୍ଜାତୀୟ ଟି୨୦ରେ ସବୁଠୁ କମ୍‌ ଇନିଂସରେ ୨ ହଜାର ରନ୍‌ କରିବାର ରେକର୍ଡ ଏବେ କୋହଲିଙ୍କ ନାମରେ ଅଛି। ସେ କ୍ୟାରିୟରର ୫୬ତମ ଇନିଂସରେ ଏହି ମାଇଲଷ୍ଟୋନ ଛୁଇଁଥିଲେ। ଏ ପର୍ଯ୍ୟନ୍ତ ୪୯ଟି ଇନିଂସ ଖେଳିଥିବା ବାବରଙ୍କ ନାମରେ ରହିଛି ୧,୯୪୦ ରନ୍‌। ଏଣୁ କୋହଲିଙ୍କ ରେକର୍ଡ ଭାଙ୍ଗିବା ପାଇଁ ଫୁଲ୍‌ ଫର୍ମରେ ଥିବା ବାବରଙ୍କ ପାଖରେ ୬ଟି ଇନିଂସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭ୍ୟାସ ମ୍ୟାଚ୍‌ରେ ମ୍ୟାଚ୍‌ ଦିନର ଭ୍ରମ

ନୂଆଦିଲ୍ଲୀ,୧୨।୬: ବାରବାଟୀ ଷ୍ଟାଡ଼ିୟମରେ ଶନିବାର ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳିମାନେ ଅଭ୍ୟାସ କରିଥିଲେ। ଅଭ୍ୟାସ ଦେଖିବା ଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ...

ପୁଣି ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ଦୁବାଇ, ୧୫।୧୨: ୨୦୨୨ ମାର୍ଚ୍ଚ ୪ରୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହେବାକୁ ଥିବା ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ର କାର୍ଯ୍ୟସୂଚୀ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ୍‌...

ରାଜ୍ୟ ସ୍କୁଲ ଓପନ ଚେସ୍‌: ନମସ୍ୟା ଚାମ୍ପିୟନ

ଭୁବନେଶ୍ୱର, ୫ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନ ମନ୍ଦିର ପରିସରରେ ରବିବାର ରାଜ୍ୟ...

ବଡ଼ ରେକର୍ଡ ହାସଲ କଲେ ବିରାଟ କୋହଲି

ସେଞ୍ଚୁରିଅନ,୨୬।୧୨: ସେଞ୍ଚୁରିଅନ ଟେଷ୍ଟରେ ପ୍ରବେଶ କରିବା ମାତ୍ରେ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏକ ବଡ଼ ରେକର୍ଡ କରିଛନ୍ତି। ସେ କୌଣସି ବଲ ନ...

ଜାତୀୟ ଜୁନିୟର ହକି କ୍ୟାମ୍ପ୍‌ ପାଇଁ ଓଡ଼ିଶାରୁ ୫

ନୂଆଦିଲ୍ଲୀ, ୧୨।୫(ପି.ଟି.)- ବେଙ୍ଗାଲୁରୁଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ଜାତୀୟ ଜୁନିୟର ପୁରୁଷ ହକି କୋଚିଂ କ୍ୟାମ୍ପ୍‌ ଲାଗି ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ୩୩...

ଶେଷରେ ହସିଲେ ‘ମିଷ୍ଟ୍ରି ଗର୍ଲ’: ପ୍ରଶଂସକ କହିଲେ…

ଦୁବାଇ,୨୯।୯: ଆଇପିଏଲ ୨୦୨୧ରେ ସନରାଇଜର୍ସ ହାଇଦ୍ରାବାଦର ଅନେକ ମ୍ୟାଚ୍‌ ପରେ ବିଜୟର ସ୍ବାଦ ଚାଖିଛି। ସୋମବାର ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ରାଜସ୍ଥାନ...

ନ୍ୟୁଜିଲାଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୮୦…

ମେଲବୋର୍ନ,୧।୧୧: ଟି-୨୦ ବିଶ୍ୱକପର ୩୩ତମ ମ୍ୟାଚ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ବ୍ରିସବେନରେ ଖେଳାଯାଉଥିବା ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ବ୍ୟାଟିଂ କରିବାକୁ...

ଆଇସିସି ଡବ୍ଲ୍ୟୁସି ସୁପର ଲିଗ୍‌ ତାଲିକାରେ ଉଠିଲା ଭାରତ

ନୂଆଦିଲ୍ଲୀ,୨୯।୩ : ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୁରୁଷ ବିଶ୍ୱକପ୍‌ ସୁପର ଲିଗ୍‌ ତାଲିକାରେ ସପ୍ତମ ସ୍ଥାନକୁ ଉଠିଛି ଭାରତୀୟ ଦଳ। ଇଂଲଣ୍ଡ ବିପକ୍ଷ ଅନ୍ତିମ...

Advertisement
Archives

Model This Week