Posted inଖେଳ

ବାବର, ହେନେସଙ୍କୁ ମାର୍ଚ୍ଚର ଶ୍ରେଷ୍ଠ କ୍ରିକେଟର

ଦୁବାଇ, ୧୧ା୪: ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କୁ ସୋମବାର ମାର୍ଚ୍ଚ ମାସର ଶ୍ରେଷ୍ଠ ଆଇସିସି ପୁରୁଷ ଖେଳାଳି ଭାବେ ବିବେଚିତ କରାଯାଇଛି। ସେହିଭଳି ଅଷ୍ଟ୍ରେଲିଆନ ଦଳର ଓପ୍‌ନର ରିଚେଲ ହେନେସ ସେହି ମାସର ଶ୍ରେଷ୍ଠ ମହିଳା କ୍ରିକେଟର ସମ୍ମାନ ପାଇଛନ୍ତି।

ଅଷ୍ଟ୍ରେଲିଆ ବିପକ୍ଷ ୩ ଫର୍ମାଟର ସିରିଜ୍‌ରେ ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଯୋଗୁ ବାବରଙ୍କୁ ଏହି ପୁରସ୍କାର ମିଳିଛି। ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ବାବର ୩୯୦ ରନ୍‌ କରିଥିଲେ। ଏଥିରେ ୧୯୬ ରନ୍‌ର ରେକର୍ଡ ଇନିଂସ ସାମିଲ ରହିଛି। ବାବରଙ୍କ ଏହି ଇନିଂସ ବଳରେ ପାକିସ୍ତାନ ଦ୍ୱିତୀୟ ମ୍ୟାଚ୍‌କୁ ଡ୍ର’ ରଖିବାରେ ସକ୍ଷମ ହୋଇଥିଲା। ଦିନିକିଆ ସିରିଜ୍‌ରେ ମଧ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ ବଳରେ ବାବର ଓ୍ବେଷ୍ଟଇଣ୍ଡିଜର କ୍ରେଗ ବ୍ରାଥଓ୍ବେଟ ଓ ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସଙ୍କୁ ପଛରେ ପକାଇ ମାର୍ଚ୍ଚ ମାସର ଆଇସିସି ଶ୍ରେଷ୍ଠ କ୍ରିକେଟର ପୁରସ୍କାର ହାତେଇଛନ୍ତି। ଏଥିସହିତ ସେ ପ୍ରଥମ କ୍ରିକେଟର ଭାବେ ଏହି ସମ୍ମାନଜନକ ଟ୍ରଫିକୁ ଦୁଇଥର ହାତେଇବାର ସଫଳ ହୋଇଛନ୍ତି। ଏଥିପୂର୍ବରୁ ୨୦୨୧ ଏପ୍ରିଲରେ ବାବର ଏହି ସଫଳତାର ଅଧିକାରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri