Posted inଖେଳ

ପାକିସ୍ତାନକୁ ପ୍ରଥମ ଝଟକା ଦେଲେ ପାଣ୍ଡ୍ୟା, ୨୩ ରନ କରି ପାଭିଲିୟନ ଫେରିଲେ ବାବର ଆଜମ

ଦୁବାଇ,୨୩।୨: ପାକିସ୍ତାନକୁ ପ୍ରଥମ ଝଟକା ଦେଇଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ୪୧ ରନରେ ପାକିସ୍ତାନର ପ୍ରଥମ ଉଇକେଟ୍‌ ଯାଇଛି। ବାବର ଆଜମ ୨୬ ବଲରେ ୨୩ ରନ କରି ଆଉଟ ହୋଇଛନ୍ତି।

ଅନ୍ୟପଟେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁବାଇରେ ଖେଳାଯାଉଥିବା ମ୍ୟାଚରେ ଟିମ ଇଣ୍ଡିଆକୁ ବଡ଼ ଝଟକା ଲାଗିଛି। ଏହି ମୁକାବିଲାରେ ମହମ୍ମଦ ଶାମି ହଠାତ୍‌ ମଇଦାନ ବାହାରକୁ ଚାଲିଯାଇଛନ୍ତି। ତାଙ୍କ ପାଦରେ କିଛି ସମସ୍ୟା ଥିବା ଦେଖାଯାଇଛି।

ଟିମ ଇଣ୍ଡିଆ ପାଇଁ ମହମ୍ମଦ ଶାମି ବୋଲିଂ ଆରମ୍ଭ କରିଥିଲେ, କିନ୍ତୁ ସ୍ପେଲରେ ୩ ଓଭର ପୂରଣ କରିବା ପରେ ସେ ପଡ଼ିଆ ଛାଡି ଦେଇଥିଲେ। ଶାମି ଖରାପ ଫିଟନେସ ସହିତ ସଂଘର୍ଷ କରୁଥିବା ଦେଖାଯାଇଛି। ସେ ପ୍ରଥମ ଓଭରରେ ପାଞ୍ଚଟି ୱାଇଡ ବଲ ପକାଇ ସାରିଛନ୍ତି। ଫଳସ୍ବରୂପ, ଇନିଂସର ପଞ୍ଚମ ଓଭର ପରେ ଶାମି ପଡ଼ିଆ ଛାଡିଦେଇଛନ୍ତି ଏବଂ ତାଙ୍କ ସ୍ଥାନରେ ୱାଶିଂଟନ ସୁନ୍ଦରଙ୍କୁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri