Posted inଖେଳ

କୋହଲି, ଆମଲାଙ୍କ ରେକର୍ଡ ଭାଙ୍ଗିଲେ

କରାଚୀ,୧।୪: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ୍‌ ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କ ପାଇଁ ରେକର୍ଡ ବ୍ରେକିଂ ସାବ୍ୟସ୍ତ ହୋଇଛି। ପ୍ରଥମ ଦିନିକିଆରେ ଦ୍ରୁତତମ ବ୍ୟାଟର ଭାବେ ୪ ହଜାର ରନ୍‌ ପୂରଣ କରିଥିବା ବାବର ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ଖେଳିଛନ୍ତି ଶତକୀୟ ଇନିଂସ। ଏଥିସହିତ ସେ ଆଧୁନିକ କ୍ରିକେଟ କିମ୍ବଦନ୍ତୀ ହାଶିମ ଆମଲା ଏବଂ ବିରାଟ କୋହଲିଙ୍କୁ ଅତିକ୍ରମ କରିଛନ୍ତି। ଦ୍ୱିତୀୟ ମ୍ୟାଚ୍‌ରେ ବାବର ୮୩ ବଲରେ ୧୧୪ ରନ୍‌ର ଇନିଂସ ଯୋଗୁ ପାକିସ୍ତାନ ୩୪୯ ରନ୍‌ର ଟାର୍ଗେଟକୁ ସଫଳତାର ସହ ପିଛା କରି ବିଜୟ ହାସଲ କରିଛି। ତାଙ୍କ ପାଳିରେ ୧୧ ଚୌକା ଏବଂ ୧ ଛକା ସାମିଲ ଥିଲା।

ଏହି ଶତକ ସେ ବିଶ୍ୱର ଦ୍ରୁତତମ କ୍ରିକେଟର ଭାବେ ୧୫ତମ ଦିନିକିଆ ଶତକ ହାସଲ କରିଛନ୍ତି। କ୍ୟାରିୟରର ୮୩ ତମ ଇନିଂସରେ ଏହି ମାଇଲଷ୍ଟୋନକୁ ସ୍ପର୍ଶ କରିଛନ୍ତି ୨୭ ବର୍ଷୀୟ ବ୍ୟାଟର। ତେବେ କୋହଲିଙ୍କୁ ୧୫ ଶତକ କରିବା ପାଇଁ ୧୦୬ ଇନିଂସ ଲାଗିଥିଲା। ବାବରଙ୍କ ପୂର୍ବରୁ ଏହି ରେକର୍ଡ ଥିଲା ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟର ହାଶିମ ଆମଲାଙ୍କ ନାମରେ। ସେ ୮୬ତମ ଇନିଂସରେ ଏହି ସଫଳତା ପାଇଥିଲେ। ଡେଭିଡ୍‌ ଓ୍ବାର୍ନର ଏବଂ ଶିଖର ଧାଓ୍ବନ ୧୦୮ତମ ଇନିଂସରେ ୧୫ତମ ଶତକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କରୋନା ଆତଙ୍କ: ପ୍ରଭାବିତ ହୋଇଥିବା କ୍ରୀଡ଼ା ଇଭେଣ୍ଟ ତାଲିକା

ନୂଆଦିଲ୍ଲୀ, ୧୫।୩ (ପି.ଟି.)- ଭାରତ ତଥା ସାରା ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ ସଂକ୍ରମଣ ଯୋଗୁ କ୍ରୀଡ଼ା ବିଶେଷ ଭାବେ ପ୍ରଭାବିତ ହୋଇଛି। ଏହି ଭାଇରସ୍‌...

ପ୍ରଶଂସକଙ୍କ ହୃଦୟ ଭାଙ୍ଗିଦେଲେ କୋହଲି: କଲେ ଏମିତି କାମ

କୋଲକାତା,୧୭।୩: ଭାରତୀୟ ଉଇକେଟକିପର ରିଷଭ ପନ୍ତ ଏବେ ତାଙ୍କ କ୍ୟାରିୟରର ସର୍ବଶ୍ରେଷ୍ଠ ଫର୍ମରେ ଅଛନ୍ତି। ପ୍ରଶଂସକମାନେ ପ୍ରତ୍ୟେକ ମ୍ୟାଚରେ ତାଙ୍କଠାରୁ ବଡ଼ ଇନିଂସ ଆଶା କରୁଛନ୍ତି।...

ସିଏସ୍‌କେ ପାଇଁ ବଡ଼ ଖବର

ଚେନ୍ନାଇ,୯।୩: ଆଇପିଏଲର ଡିଫେଣ୍ଡିଂ ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ବୁଧବାର ବଡ଼ ଆଶ୍ୱସନା ମିଳିଛି। ଦଳର ପ୍ରମୁଖ ଅଲରାଉଣ୍ଡର ଦୀପକ ଚହର ଚଳିତ ସିଜନରେ...

ବାଂଲାଦେଶର ଅଲୋଡ଼ା ରେକର୍ଡ: ୬ ବ୍ୟାଟର ବିନା ରନ୍‌ରେ ହୋଇଥିଲେ ଆଉଟ

ନୂଆଦିଲ୍ଲୀ,୧୮।୬: ଚଳିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ବାଂଲାଦେଶ ଏକ ଅଲୋଡା ରେକର୍ଡର ସମକକ୍ଷ ହୋଇଛି। ଦଳର ୬ଜଣ ବ୍ୟାଟର ବିନା କୌଣସି ରନ୍‌ରେ...

ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ: ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ୩୬/୦

ଅହମଦାବାଦ,୧୦।୩: ଅହମଦାବାଦ ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟରେ ଦ୍ୱିତୀୟ ଦିନ ଖେଳ ସୁଦ୍ଧା ଭାରତ ବିନା କୌଣସି ଉଇକେଟ...

ଆଇପିଏଲ-୨୦୨୦: ଆରସିବିର ବିଜୟ ଅଭିଯାନ

ଦୁବାଇ, ୨୨।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ମ୍ୟାଚରେ ସନ୍‌ ରାଇଜର୍ସ ହାଇଦ୍ରାବାଦକୁ ୧୦ ରନରେ ହରାଇ ଅଭିଯାନ ଆରମ୍ଭ କରିଛି ରୟାଲ ଚ୍ୟାଲେଞ୍ଜର୍ସ...

ଭାରତକୁ ପିଠି ଦେଖାଇବା ନୁହେଁ ବରଂ ହାରିବା ପସନ୍ଦ ବୋଲି କହିଲେ ପାକିସ୍ତାନର ପୂର୍ବ ଅଧିନାୟକ; ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩୦।୭: ଶ୍ରୀଲଙ୍କା ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ୭ ଉଇକେଟରେ ଭ୍ରମଣକାରୀ ଭାରତକୁ ପରାସ୍ତ କରି ସିରିଜ ହାତେଇଥିଲା। ହେଲେ ଭାରତୀୟ...

ପୁଣି ବିଶ୍ୱରେକର୍ଡ କଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଓ୍ବେଷ୍ଟଇଣ୍ଡିଜର ଭେଟେରାନ କ୍ରିସ ଗେଲ ବିଶ୍ୱର ସମସ୍ତ ଟି -୨୦ ଲିଗରେ ନିଜର ଧମାକା ଦେଖାଇସାରିଛନ୍ତି। ନିକଟରେ ସେ ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ ଅର୍ଦ୍ଧଶତକ...

Advertisement
Archives

Model This Week