Posted inଖେଳ

ସମ୍ପର୍କୀୟଙ୍କ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌: ଏହା ପୂର୍ବରୁ…

ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜାମ ଆସନ୍ତା ବର୍ଷ ବିବାହ କରିବାକୁ ଯାଉଛନ୍ତି। ବାବର ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ବାବରଙ୍କ ପୂର୍ବରୁ ଅନ୍ୟ ଜଣେ ଭେଟେରାନ ଖେଳାଳି ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଥିଲେ। ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ୨୦ ବର୍ଷ ବୟସରେ ତାଙ୍କ ମାମୁଙ୍କ ଝିଅ ନାଦିଆଙ୍କୁ ବିବାହ କରିଥିଲେ। ସେବେଠାରୁ ସେମାନେ ଏକାଠି ଅଛନ୍ତି। ୨୦୦୦ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ସମ୍ପର୍କୀୟ ଭାଇ-ଭଉଣୀ। ନାଦିଆ ସହିଦ ଆଫ୍ରିଦିଙ୍କ ମାମୁଙ୍କ ଝିଅ। ଶାହିଦ ଏବଂ ନାଦିଆଙ୍କ ଅକସା, ଅନ୍ସା, ଅଜୱା, ଅସମରା ଏବଂ ଅରଭା ନାମକ ୫ ଝିଇ ଅଛିି ।
ଆଫ୍ରିଦି ଏବଂ ବାବର ବ୍ୟତୀତ ବାଂଲାଦେଶର ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନ ମଧ୍ୟ ତାଙ୍କ ସମ୍ପର୍କୀୟ ସାମିଆ ପରଭେନ ଶିମୁଙ୍କୁ ବିବାହ କରିଥିଲେ। ଅନ୍ୟ ଜଣେ ବାଂଲାଦେଶ କ୍ରିକେଟର ମୋସଦେକ ହୁସେନ ମଧ୍ୟ ତାଙ୍କ ସମ୍ପର୍କୀୟ ଶର୍ମିନ ସମୀରଙ୍କୁ ୨୦୧୨ରେ ବିବାହ କରିଥିଲେ। ଏହା ବ୍ୟତୀତ ପାକିସ୍ତାନୀ କ୍ରିକେଟର ସୟଦ ଅନୱାର ତାଙ୍କ ସମ୍ପର୍କୀୟ ଲୁବନାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri