ଆଶ୍ରମରୁ ବାବାଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ

ଅତାବିରା,୨୨।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ସୋମବାର ଜଣେ ସାଧୁସନ୍ଥଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ତେବେ ବାହାରେ ତାଲା ପଡ଼ିଥିବା ବେଳେ ଆଶ୍ରମ ଭିତରୁ ମୃତଦେହ ଜବତ ହେବା ଯୋଗୁ ବାବାଙ୍କୁ କେହି ହତ୍ୟାକରି ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। ଅତାବିରା ଥାନା ଆଇଆଇସି ପୁରୁଷୋତ୍ତମ ଭୋଇ, ତହସିଲଦାର ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସେହିପରି ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ ଏବଂ ସମ୍ବଲପୁରରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଗଦ୍ୱାର ସମ୍ମୁଖରେ କୂଳ ଲଂଘିଲା ସମୁଦ୍ର

ପୁରୀ ଅଫିସ, ୭।୭: ସ୍ବର୍ଗଦ୍ୱାର ସମ୍ମୁଖରେ କୂଳ ଲଂଘିଛି ସମୁଦ୍ର। ଦେଖାଇଛି ଭୟଙ୍କର ରୂପ। ସୋମବାର ସମୁଦ୍ର ଉଗ୍ର ରୂପ ଧାରଣ କରି ପ୍ରାୟ ୪...

କ୍ଷତିପୂରଣ ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୭।୫: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ରେଶମ ପଞ୍ଚାୟତର ରେଶମ, ସିଂହେନପାଲି, ପ୍ରଧାନପାଲି, ଇଛାପଦର ଆଦି ଗ୍ରାମରେ ଗତ ଏପ୍ରିଲ ୭ତାରିଖ ଏବଂ...

ବାବୁଲିଙ୍କୁ ହତ୍ୟା ଉଦ୍ୟମ ଘଟଣା: ୫ ଗିରଫ

କେନ୍ଦ୍ରାପଡ଼ା ଅଫିସ,୨୭।୭: ଧର୍ମ ଜାଗରଣ ସେନା ଆବାହକ ତଥା କେନ୍ଦ୍ରାପଡ଼ା ସହର ତିନିମୁହାଣି ବଜାର କମିଟି ସଭାପତି ବାବୁଲି ଓରଫ ବିବେକାନନ୍ଦ ମହାରଣାଙ୍କୁ ହତ୍ୟା ଉଦ୍ୟମ...

ବସ୍‌ କଣ୍ଡକ୍ଟରଙ୍କୁ ମାଡ଼: ଅଭିଯୁକ୍ତ ଗିରଫ

ଯୋଡ଼ା,୬।୧୨(ଡି.ଏନ.ଏ.)- ବସ୍‌ ଭଡାକୁ କେନ୍ଦ୍ର କରି ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ହେଲେ ଯୋଡାସ୍ଥିତ...

ପ୍ରାଣୀ ଚିକିତ୍ସାକୁ ଦିଆଯାଉନି ପ୍ରାଧାନ୍ୟ

ଖମାର,୧୮ା୨:  ଗ୍ରାମାଞ୍ଚଳର ଅର୍ଥନୀତିକୁ ଆଗକୁ ନେବାରେ ପ୍ରାଣୀଧନଙ୍କ ପ୍ରମୁଖ ଭୂମିକା ରହିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରାଣୀଧନ ପାଳନ ନିମନ୍ତେ ବିଭିନ୍ନ ଯୋଜନାରେ ଯୁବତୀ ଯୁବକମାନଙ୍କୁ ପ୍ରୋତ୍ସାହନ...

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା...

କଙ୍କିଆ ପଞ୍ଚାୟତ:୧୭ଗାଁକୁ ଛୁଇଁନି କରୋନା

ବ୍ରହ୍ମପୁର ଅଫିସ,୩୧ା୮ କରୋନା ସମଗ୍ର ବିଶ୍ୱବାସୀଙ୍କୁ ଦୋହଲାଇ ଦେଇଛି।  ଦେଶ ଓ ରାଜ୍ୟ ମଧ୍ୟ ଏଥିରୁ ବାଦ ଯାଇନି। ବିଶେଷକରି ଗଞ୍ଜାମ ଜିଲାରେ କରୋନା  କାୟା...

ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ: ରାଜ୍ୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ

ଦିଗପହଣ୍ଡି,୮।୧୨(ଡି.ଏନ୍‌.ଏ.): ନିଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଡାକରା କ୍ରମେ ମଙ୍ଗଳବାର ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସହର...

Advertisement
Archives

Model This Week