ବାବାସାହେବ ଭୀମରାଓ ଆମ୍ବେଡକର ବସ୍‌‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସ୍‌‌ ଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ସୁବିଧା ସୁଯୋଗ ରହିଛି। ଯାତ୍ରୀଙ୍କ ରହଣି ପାଇଁ ବିଶ୍ରାମସ୍ଥାନ, ଲିଫ୍ଟ, ଏସ୍କାଲେଟର, ଏଟିଏମ୍‌‌ ସେବା, ପୋଲିସ ଆଉଟ୍‌‌ପୋଷ୍ଟ, ଫୁଡ୍‌‌କୋଟ, ଲଗେଜ୍‌‌ସ୍କାନର, ଶୌଚାଳୟ ସମେତ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା କରାଯାଇଛି।

ବସ୍‌‌ ଚଳାଚଳ ସୁବିଧାକୁ ଦୃଷ୍ଟିରେ ରଖି ରେଡିଓ ଫ୍ରିକ୍ୱେନ୍ସି ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ମଧ୍ୟ ଟ୍ରାଏଲ୍‌‌ ରନ୍‌‌ ହୋଇସାରିଛି। ବସ୍‌‌ ଟର୍ମିନାଲ୍‌‌ ଭିତରେ ମିଶନଶକ୍ତି କାଫେ, ମିଲେଟ୍‌‌ଶକ୍ତି କାଫେ ଓ ଆହାରକେନ୍ଦ୍ର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri