Posted inଖେଳ

ରେକର୍ଡ କରିବା ଦିଗରେ ବାବର ଆଜମ୍‌

ନୂଆଦିଲ୍ଲୀ, ୨୦।୦୮: ପାକିସ୍ତାନ କ୍ରିକେଟ ଷ୍ଟାର ବାବର ଆଜାମ ପୁଣିଥରେ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ଅଛନ୍ତି। ବାଂଲାଦେଶ ଦଳ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ରହିଛି । ପାକିସ୍ତାନ ଏବଂ ବାଂଲାଦେଶ ସିରିଜର ପ୍ରଥମ ମ୍ୟାଚ ୨୧ ଅଗଷ୍ଟରୁ ଖେଳାଯିବ । ଯଦିଓ ବାବର ଆଜାମ ଏବେ ଟେଷ୍ଟ ଦଳର ଅଧିନାୟକ ନାହଁନ୍ତି, ତଥାପି ସେ ଦଳର ଅନ୍ୟତମ ପ୍ରମୁଖ ଖେଳାଳି । ଏହି ସମୟରେ ଯଦି ବାବର ଆଜାମ ଭଲ ବ୍ୟାଟିଂ ଜାରି ରଖନ୍ତି, ତେବେ ସେ ତାଙ୍କ ନାମରେ କିଛି ବଡ ରେକର୍ଡ କରିପାରିବାର ସୁଯୋଗ ରହିଛି ।

ଅଦ୍ୟାବଧି ପାକିସ୍ତାନର ମୋଟ ୧୧ଜଣ ବ୍ୟାଟ୍ସମ୍ୟାନ ଟେଷ୍ଟରେ ୪ ହଜାର ରନ ସଂଗ୍ରହ କରିଛନ୍ତି । ବର୍ତ୍ତମାନ ବାବର ଆଜାମ ଦ୍ୱାଦଶ ଖେଳାଳି ହେବାର ସୁଯୋଗ ପାଇଛନ୍ତି। ଯଦି ଏହି ସିରିଜରେ ବାବର ଆଜାମ ଚାରି ହଜାର ରନ ସ୍କୋର କରନ୍ତି, ତେବେ ସେ ମାଜିଦ ଖାନ ଏବଂ ହନିଫ ମହମ୍ମଦଙ୍କୁ ମଧ୍ୟ ପଛରେ ପକାଇବେ । ମାଜିଦ ଖାନ ୩୯୩୧ ରନ ଏବଂ ହନିଫ ମହମ୍ମଦ ତାଙ୍କ ଟେଷ୍ଟ କ୍ୟାରିୟରରେ ୩୯୧୫ ରନ ସ୍କୋର କରିଛନ୍ତି। ଟେଷ୍ଟ କ୍ରିକେଟରେ ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ସୟଦ ଅନୱାର ୪୦୫୨ ରନ ସଂଗ୍ରହ କରିଛନ୍ତି। ବାବର ଆଜାମ ତାଙ୍କୁ ମଧ୍ୟ ପଛରେ ପକାଇପାରନ୍ତି ।

ପାକିସ୍ତାନ ପାଇଁ ଟେଷ୍ଟ କ୍ରିକେଟରେ ୟୁନିସ ଖାନ ସର୍ବାଧିକ ରନ ସଂଗ୍ରହ କରିଛନ୍ତି। ସେ ପାକିସ୍ତାନ ପାଇଁ ୧୧୮ ଟି ଟେଷ୍ଟରେ ୧୦୦୯୯ ରନ ସଂଗ୍ରହ କରିଛନ୍ତି। ତାଙ୍କ ବ୍ୟତୀତ କୌଣସି ପାକିସ୍ତାନୀ ଖେଳାଳି ଟେଷ୍ଟରେ ଦଶ ହଜାର ରନ ସ୍କୋର କରିବାରେ ସକ୍ଷମ ହୋଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri