‘ଓସିଏରୁ ଇସ୍ତଫା ଦେଇ ଦିଅନ୍ତୁ ବବି ଦାସ’

ଭୁବନେଶ୍ୱର,୧୨।୭: ଓସିଏରୁ ପ୍ରଣବ ପ୍ରକାଶ ଦାସ(ବବି) ଇସ୍ତଫା ଦେଇ ଦିଅନ୍ତୁ। ଏଭଳି ଦାବି କରିଛନ୍ତି ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ସଭାପତି ସମୀର ଦେ। ସେ କହିଛନ୍ତି, ଓସିଏ ସଭାପତି ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍‌। ଓସିଏ କିମ୍ବା କ୍ରୀଡ଼ାର ବବି ଦାସ କିଛି ଉନ୍ନତି କରିନାହାନ୍ତି। କେବଳ ନିଜର ଫାଇଦା ପାଇଁ ସେ ଓସିଏରେ ଅଛନ୍ତି। କ୍ରିକେଟରେ ବି ପରିବର୍ତ୍ତନର ଆବଶ୍ୟକତା ଅଛି। ପୂର୍ବ ସରକାର ବିଭିନ୍ନ କ୍ରୀଡ଼ା ସଂଗଠନକୁ କବ୍‌ଜା କରିଥିଲେ।

ସମୀର ଆହୁରି କହିଛନ୍ତି, କ୍ରୀଡ଼ାର ଉନ୍ନତି ନ କରି ରାଜନୈତିକ ଫାଇଦା ପାଇଁ ବ୍ୟବହାର କରୁଥିଲେ। କ୍ରୀଡ଼ା କ୍ଷେତ୍ରରେ ହୋଇଥିବା ବଡ଼ ବଡ଼ ଦୁର୍ନୀତିରେ ଆଇଏଏସ୍‌ଙ୍କ ହାତ ଅଛି। ଏ ସରକାର ଦୁର୍ନୀତିର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବେ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

୨୦୨୬ରେ ସାଢେସତିରୁ ଅଧିକ କଷ୍ଟ ପାଇବେ ଏହି ରାଶି, ଭୋଗିବେ ଆର୍ଥିକହାନି!

୨୦୨୫ ଶେଷ ହେବାକୁ ବସିଲାଣି। ଜ୍ୟୋତିଷମାନେ ଗ୍ରହ ଏବଂ ନକ୍ଷତ୍ରଗୁଡ଼ିକର ଗତିବିଧି ନିରୀକ୍ଷଣ କରୁଛନ୍ତି । ବର୍ତ୍ତମାନ ନୂତନ ବର୍ଷ ପାଇଁ ଭବିଷ୍ୟବାଣୀ କରୁଛନ୍ତି। ମୁଖ୍ୟତଃ...

ଲୋକପ୍ରିୟ ଗାୟକ ଜୁବିନ ମୃତ୍ୟୁ ମାମଲା: ଚାର୍ଜସିଟ ଦାଖଲ କଲା STF

ଗୌହାଟି,୧୨।୧୨: ଲୋକପ୍ରିୟ ଗାୟକ ଜୁବିନ ଗର୍ଗ ମୃତ୍ୟୁ ମାମଲାର ଶୁକ୍ରବାର ଚାର୍ଜସିଟ ଦାଖଲ କରାଯାଇଛି। ମୃତ୍ୟୁର ୩ ମାସ ପରେ ଆସାମ ପୋଲିସ STF ଗୌହାଟୀ...

ଓଡ଼ିଶା ଆସିବେ CJI: ପ୍ରଥମ ଥର ପାଇଁ…

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri