ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ ଶୁକ୍ରବାର ବବି ସମ୍ବଲପୁରକୁ ପ୍ରଥମ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି।

ଏହି ସମୟରେ ବବି କହିଛନ୍ତି, ସମ୍ବଲପୁର ମାଟିକୁ ବିକଶିତ କରିବା ପାଇଁ ମୋ କାନ୍ଧରେ ସମ୍ବଲପୁର ଭାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବାପାଙ୍କର କର୍ମଭୂମି ଥିବାରୁ ମୁଁ ଆଜି ମୋ ଘରେ ରହିଥିବା ପରି ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri