‘ଗଣେଷ ଚତୁର୍ଥୀ’ ସହରଠାରୁ ପୁରପଲ୍ଲୀ ପର୍ଯ୍ୟନ୍ତ ଏହି ପର୍ବକୁ ବହୁ ଆଡ଼ମ୍ବରରେ ପାଳନ କରାଯାଏ, କିନ୍ତୁ କିଛି ଅସାମାଜିକ ଯୁବକ ଜୋର୍ ଜବରଦସ୍ତ ଚାନ୍ଦା ଆଦାୟ କରି ମଜା ମଜଲୁସ୍ କରନ୍ତି । ଏଥର “ବାବୁ ମହଲ” ର ପ୍ରସଙ୍ଗ ହେଉଛି “ଗଣେଷ ପୂଜା” ।

ନିଆଳି ଛେନା ବ୍ୟବସାୟୀଙ୍କ ନାମରେ ଏତଲା । ନିଆଳି ଛେନା ଖାଦ୍ୟ ଅନୁପଯୋଗୀ ବୋଲି କହିଛନ୍ତି କେଏମସି ସ୍ୱାସ୍ଥ୍ୟ ବିଭାଗ ଅଧିକାରୀ ।