Posted inଜାତୀୟ

ମୁଣ୍ଡରୁ ବାହାର କରିବାକୁ ପଡ଼ିବ ବାବୁ ପଣିଆ: ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ମୋଦିଙ୍କ ପରାମର୍ଶ

ଅହମଦାବାଦ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟ ଗସ୍ତରେ ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ନିୟମ ଏବଂ ଭୂମିକା ମଧ୍ୟରେ ସନ୍ତୁଳନ ରଖିବା ଅପରିହାର୍ଯ୍ୟ ବୋଲି ମୋଦି କହିଛନ୍ତି। ଲୋକଙ୍କ ସେବା ପାଇଁ ମୁଣ୍ଡରୁ ବାବୁ ପଣିଆ ବାହାର କରିବାକୁ ପଡ଼ିବ ବୋଲି ସେ କହିଛନ୍ତି। ସୁପ୍ରଶାସନ ଦେଶ ଲାଗି ଜରୁରୀ ହୋଇଥିବାବେଳେ ଏକ୍ଷେତ୍ରରେ ଗୁଣାତ୍ମକ ସେବା ଲୋକଙ୍କୁ ଯୋଗାଇ ଦେବା ଆବଶ୍ୟକ। ସରକାରଙ୍କଠାରୁ ସୁପ୍ରଶାସନ ଆଡ଼କୁ ସୁଦୃଢ଼ ଭାବେ କାର୍ଯ୍ୟ ଆରମ୍ଭ ହେଲେ ଲୋକଙ୍କ ହିତ ସାଧନ ହୋଇପାରିବ ବୋଲି ମୋଦି ପ୍ରୋବେସନାରୀ ଆଇଏଏସ୍‌ ଅଫିସରଙ୍କ ଉଦ୍ଦେଶ୍ୟରେ କହିଛନ୍ତି। ଦେଶର ଏକତା ପାଇଁ କାର୍ଯ୍ୟ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ହୃଦୟଙ୍ଗମ କରି ଆଗେଇବାର ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri