ମୁହଁ ଖୋଲିଲେ ବାବୁ, କାହିଁକି ଆସିଥିଲେ ଅମରେଶ, ବିରଞ୍ଚି

ଭୁବନେଶ୍ୱର,୩।୭: ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ବିଭୀଷଣ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରତାପ ଦେବଙ୍କ ଘରେ ଚାଲିଥିବା ବୈଠକରୁ ବାହାରିବା ପରେ ଅମରେଶ ଦଳରେ ବିଭୀଷଣ ଅଛନ୍ତି ବୋଲି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, କିଛି ଦଳୀୟ ନେତା ବିଜେଡି ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି। ଦଳରେ ବିଭୀଷଣ ଅଛନ୍ତି। କିନ୍ତୁ ସବୁଠି ବିଜେଡି ଏକଜୁଟ ଅଛି।
ଅନ୍ୟପକ୍ଷେ ମଙ୍ଗଳବାର ଏକାମ୍ର ବିଧାୟକ ବାବୁ ସିଂଙ୍କ ପାଖକୁ ଅମରେଶ, ବିରଞ୍ଚି ଆସିଥିବା ଚର୍ଚ୍ଚା ହୋଇଥିଲା । ଏ ନେଇ ବାବୁ ବୁଧବାର ନିଜର ମନ୍ତବ୍ୟ ରଖିଛନ୍ତି।
ସେ କହିଛନ୍ତି ଅମରେଶ, ବିରଞ୍ଚି ତାଙ୍କ ପାଖକୁ ଆସିଥିଲେ। ଉଭୟ ନିଜ ଅଞ୍ଚଳରେ ଉନ୍ନତି ପାଇଁ ଆଲୋଚନା କରିବାକୁ ଆସିଥିବା ସେ କହିଛନ୍ତି।
ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ, ପ୍ରମିଳା ମଲ୍ଲିକ, ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri