Posted inଜାତୀୟ

ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ: ୫ ବିଧାୟକ ଦଳ ଛାଡିବା ଦେଇ ଦାବି କଲେ ବାବୁଲ ସୁପ୍ରିୟୋ

କୋଲକତା,୨୭।୧୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତା ବାବୁଲ ସୁପ୍ରିୟୋ ପଶ୍ଚିମବଙ୍ଗ ଭାଜପାରେ ସଙ୍କଟ ଥିବା କହିଛନ୍ତି। ସେ ଏହା ମଧ୍ୟ ଦାବି କରିଚନ୍ତି କି ଭାଜପାର ୫ ବିଧାୟକ ଖୁବ୍‌ଶୀଘ୍ର ଦଳ ଛାଡିବେ। ଏହି ୫ ବିଧାୟକ ଭାରତୀୟ ଜନତା ପାର୍ଟିର ହ୍ବାଟ୍‌ସଆପ ଗ୍ରୁପ୍‌ ଛାଡିଥିବା ସେ କହିଛନ୍ତି। ସୁପ୍ରିୟୋ ତିନିମାସ ପୂର୍ବେ ଭାଜପା ଛାଡି ତୃଣମୂଳ କଂଗ୍ରେସ (ଟିଏମସି) ରେ ଯୋଗ ଦେଇଥିଲେ। ଭାଜପାର ୫ ବିଧାୟକ ମୁକୁତମୋନି ଅଧିକାରୀ, ସୁବ୍ରତ ଠାକୁର, ଅମ୍ବିକା ରୟ, ଅଶୋକ କୀରତାନି ଓ ଅସିମ ସରକାରଙ୍କୁ ବିଭିନ୍ନ କମିଟିରୁ ଶନିବାର ଦଳ ପକ୍ଷରୁ କାଢି ଦିଆଯାଇଥିଲା। ଏହାପରେ ସେମାନେ ରାଗରେ ଭାଜପା ହ୍ବାଟସଆପ ଗ୍ରୁପରୁ ବାହାରି ଯାଇଛନ୍ତି। ତେଣୁ ସେମାନେ ଦଳ ଛାଡି ଟିଏମସିରେ ମିଶିବେ ବୋଲି କୁହାଯାଉଛି।


ସୁପ୍ରିୟୋ ବଙ୍ଗାଳୀରେ ଟୁଇଟ କରି କହିଛନ୍ତି, ଭାଜପାରେ ଗୋଟିଏ ପରେ ଗୋଟିଏ ଉଇକେଟ ଗଡୁଛି। ଆଜି ଆଉ ପାଞ୍ଚଟି ଯାଇଛି। ଶିବ ବାବୁ(ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାର ଅଭିଯାନର ତଦାରଖ କରୁଥିବା ଜାତୀୟ ସାଧାରଣ ସମ୍ପାଦକ ଶିବ ପ୍ରକାଶ) ଏବେ ସୁଦ୍ଧା କୈଳାଶ ପର୍ବତକୁ ଯାଇଥାନ୍ତେ। ଯଦି ଆପଣ ବଙ୍ଗାଳୀ କଙ୍କଡା ଖୋଜିବାକୁ ଚାହୁଁଛନ୍ତି, ଯିଏ ଆପଣଙ୍କୁ ପଛରୁ ଟାଣିବ, ତେବେ ମୁରଲିଧର ଲେନ (ରାଜ୍ୟ ଭାଜପା କାର୍ଯ୍ୟାଳୟ) କୁ ଯାଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପାଟନା ବିମାନବନ୍ଦରରେ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

ପାଟନା,୪।୮: ପାଟନା ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ଇଣ୍ଡିଗୋ ବିମାନ ୬ଇ ୨୪୩୩କୁ ଶୁକ୍ରବାର ସକାଳେ ଜରୁରୀ ଅବତରଣ କରାଯାଇଛି। ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ସୂଚନା...

କଂଗ୍ରେସକୁ ମିଳିଲା ବାଚସ୍ପତି ଆସନ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଆସନରେ କଂଗ୍ରେସ ନେତା ନାନା ପାଟୋଲେ ବସିଛନ୍ତି। ନିର୍ବିରୋଧରେ ସେ ଏହି ଆସନ ପାଇଛନ୍ତି। ସୂଚନାଯୋଗ୍ୟ, ପ୍ରଇମେ ବାଚସ୍ପତି ପଦ...

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ...

ଚାଇନାର ଷଡ଼ଯନ୍ତ୍ର: ଉତ୍ତର-ପୂର୍ବରେ ଉଗ୍ରବାଦୀ ସଂଗଠନକୁ ସହାୟତା

ନୂଆଦିଲ୍ଲୀ,୮।୧୧: ଭାରତ ଉତ୍ତର-ପୂର୍ବ ଅଞ୍ଚଳରେ ଉଗ୍ରବାଦ ବୃଦ୍ଧି ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

କରୋନା ସଂକ୍ରମଣ ଆତଙ୍କ: ସଂସଦର ଶୀତ ଅଧବେଶନ ବାତିଲ

ନୂଆଦିଲ୍ଲୀ,୧୫।୧୨: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଚଳିତ ଥର ହେବାକୁ ଥିବା ସଂସଦର ଶୀତ ଅଧବେଶନକୁ ବାତିଲ...

‘ମହାଠକ’ଙ୍କ ମହାଦାନ

ନୂଆଦିଲ୍ଲୀ,୨୨।୩: ଅର୍ଥ ହେରଫେର ମାମଲାରେ ଦିଲ୍ଲୀର ମାଣ୍ଡୋଲି ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ନିଜ ଜନ୍ମଦିନ ଅବସରରେ ‘ମହାଦାନ’...

ଭାଜପାରେ ଯୋଗଦେବା ପରେ ଏମିତି କହିଲେ ଅଭିନେତା ମିଥୁନ

କୋଲକାତା,୭।୩ : ପଶ୍ଚିମ ବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଛନ୍ତି ଭେଟେରାନ ଅଭିନେତା ମିଥୁନ ଚକ୍ରବର୍ତ୍ତୀ। କୁର୍ତ୍ତା, କ୍ୟାପ ଓ ସନ ଗ୍ଲାସ...

ଦେଶର ପ୍ରଥମ ଚାଳକ ବିହୀନ ମେଟ୍ରୋ ଟ୍ରେନ୍ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ପ୍ରଥମ ଚାଳକ ବିହିନ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଦିଲ୍ଲୀ...

Advertisement
Archives

Model This Week