Posted inଜାତୀୟ

ରାଜଧାନୀରୁ ବାବର ଖାଲ୍‌ସା ଆତଙ୍କବାଦୀ ଗିରଫ: ଟାର୍ଗେଟରେ ଥିଲେ ରାଜନେତା

ନୂଆଦିଲ୍ଲୀ, ୭।୯: ଆତଙ୍କବାଦୀ ସଂଗଠନ ବାବର ଖାଲ୍‌ସାର ୨ ସଦସ୍ୟଙ୍କୁ ରାଜଧାନୀ ଦିଲ୍ଲୀରୁ ସୋମବାର ଗିରଫ କରାଯାଇଛି। ଦୁଇ ଆତଙ୍କବାଦୀ ଦିଲାଓ୍ବର ସିଂ ଏବଂ କିଲଓ୍ବନ୍ତ ସିଂଙ୍କ ଟାର୍ଗେଟରେ ପଞ୍ଜାବ ଏବଂ ଦିଲ୍ଲୀର ବହୁ ରାଜନେତା ଥିଲେ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ପାଖରୁ ୬ ପିସ୍ତଲ ଏବଂ ୪୦ ଗୁଳି ଜବତ ହୋଇଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ସହିତ ଆତଙ୍କବାଦୀମାନେ ମୁହାଁମୁହିଁ ହୋଇଥିଲେ। ଶେଷରେ ସେମାନଙ୍କୁ ଗିରଫ କରାଯାଇଥିଲା। କେତେକ ଆପରାଧୀକ ଘଟଣାରେ ପଞ୍ଜାବରେ ଦୁଇ ଆତଙ୍କବାଦୀଙ୍କୁ ଓ୍ବାଣ୍ଟେଡ୍‌ ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ, ଗତମାସରେ ରାଜସ୍ଥାନ ବାଡ଼ମେର୍‌ର ଏକ କୋର୍ଟ ବାବର ଖଲ୍‌ସାର ଜଣେ ଆତଙ୍କବାଦୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ। ସେ ୨୦୦୯ରେ ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri