କ୍ଷମା ମାଗିଲେ ବାବୁସାନ

ଭୁବନେଶ୍ୱର: ଓଲିଉଡ୍‌ ସୁପରଷ୍ଟାର ବାବୁସାନ୍‌ କ୍ଷମା ମାଗିଛନ୍ତି। ଶନିବାର ସେ ଏକ ଭିଡିଓ ଜାରି କରି କହିଛନ୍ତି, ଏମିତି ଭୁଲ ଆଉ କେବେ ହେବନି। ନିକଟରେ ଯେଉଁ ଘଟଣା ଘଟିଥିଲା, ସେଥିପାଇଁ ମୁଁ ଓଡ଼ିଶାବାସୀଙ୍କୁ କ୍ଷମା ମାଗୁଛି।

ସେ କହିଛନ୍ତି, ସ୍ତ୍ରୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ କେସ୍‌ ହୋଇଛି। ତାଙ୍କ ପରିବାର ବହୁତ କଷ୍ଟ ପାଇଛି। ସ୍ତ୍ରୀ ଓ ଶ୍ୱଶୁର କଷ୍ଟ ପାଇଲେଣି। ମୁଁ ପ୍ରମିଜ୍‌ କରୁଛି, ତାଙ୍କର କୌଣସି କ୍ଷତି ହେବାକୁ ଦେବିନି।

ସ୍ମରଣଯୋଗ୍ୟ, ବାବୁସାନ, ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସହ ବିବାଦ ଦେଖାଦେଇଥିଲା। ବାବୁସାନଙ୍କ ସହ ପ୍ରକୃତିଙ୍କ ସମ୍ପର୍କ ରହିଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ ତୃପ୍ତି। ଏପରିକି ଉଭୟଙ୍କୁ ବିଚ୍‌ ରାସ୍ତାରେ ଟଣାଓଟରା କରିଥିଲେ। ତୃପ୍ତି ପ୍ରକୃତିଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଏନେଇ ପ୍ରକୃତିଙ୍କ ବାପା ମାଆ ଖାରବେଳନଗର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ ତୃପ୍ତି ମଧ୍ୟ ଥାନାରେ ଅଭିଯୋଗ କରିଥିଲେ। କମିଶନରେଟ ପୋଲିସ ଉଭୟ ପକ୍ଷରୁ ଦାୟର ହୋଇଥିବା ଅଭିଯୋଗକୁ ଆଧାର କରି ଘଟଣାର ତଦନ୍ତ କରିଥିଲା। ଏହା ପରେ ଏହି ମାମଲା ଏକପ୍ରକାର ଦଫାରଫା ହୋଇଥିବା ଶୁଣିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣରେ ଏହି ୩ ଗ୍ରହଙ୍କ ଚାଲିରେ ହେବ ବଡ଼ ପରିବର୍ତ୍ତନ, ୪ ରାଶିଙ୍କ ବଢ଼ିପାରେ ସମସ୍ୟା! ରୁହନ୍ତୁ ସତର୍କ…

ଶ୍ରାବଣ ମାସରେ ଭଗବାନ ଶିବଙ୍କୁ ପୂଜା କରାଯାଏ। ଏହି ମାସରେ ମହାଦେବଙ୍କ ବିଶେଷ ପୂଜାର୍ଚ୍ଚନା ଏବଂ ଜଳାଭିଷେକର ବିଧାନ ରହିଛି। ଦୃକ ପଞ୍ଚାଙ୍ଗ ଅନୁସାରେ, ଏହି ବର୍ଷ…

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri