ଖେଳ ହେଲା କାଳ : ପୋଖରୀରେ ପଡି ଦେଢ଼ବର୍ଷ ଶିଶୁ ପୁତ୍ରର ଜୀବନଗଲା

ପାଟଣା,୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଗାଁ ଗ୍ରାମର ତେଲିବନ୍ଧ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଶତ୍ରୁଘ୍ନ ମୁଣ୍ଡାଙ୍କ ଦେଢ଼ବର୍ଷର ଶିଶୁପୁତ୍ର ଗୁରୁବାର ସକାଳୁ ପୋଖରୀରେ ବୁଡ଼ି ପ୍ରାଣ ହରାଇଛି। ଶିଶୁଟି ଖେଳୁ ଖେଳୁ ଘର ନିକଟରେ ଥିବା ଗଡ଼ିଆ ରେ ପଡିଯାଇଥିଲା। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଗଡ଼ିଆରୁ ଶିଶୁ ପୁତ୍ରର ମୃତଦେହ ଭାସୁଥିବାର ଦେଖିବାକୁ ପାଇଥିଲେ। ଶିଶୁ ମୃତ୍ୟୁକୁ ନେଇ ଗାଁ ରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଁ। ସ୍କୁଲରୁ ଦୁଇଥର ଟିସି ନେଲେ:ଆଦର୍ଶ ବିଦ୍ୟାଳୟରେ ନଁ। ଲେଖାବାରୁ ବଁଚିତ୍‌ ଛାତ୍ର ଦିବ୍ୟରଞ୍ଜନ

ଲୋଇସିଂହା,୨୭।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ଗଁାର ଛାତ୍ର ଦିବ୍ୟରଞ୍ଜନ ନାଗକଁର ଭବିଷତ ସଂଗେ ଆଦର୍ଶ ବିଦ୍ୟାଳୟ କତୁରପକ୍ଷ ଖେଲ୍‌ ଖେଲୁଥିବାର ଅଭିଯୋଗ ହେଇଛେ।...

ରଣପୁର ଏନ୍‌ଏସିରେ ପରିମଳ, ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି:ଭିଜିଲାନ୍ସ ଜବତ କଲା କାଗଜପତ୍ର

ରଣପୁର,୨୦ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ପରିମଳ ଓ ଷ୍ଟ୍ରିଟ ଲାଇଟ୍‌ରେ ଦୁର୍ନୀତି ହୋଇଥିବା ନେଇ ନୟାଗଡ଼ ଭିଜିଲାନ୍ସ ପକ୍ଷରୁ ଖୋଳତାଡ ଆରମ୍ଭ ହୋଇଛି । ଭିଜିଲାନ୍ସ ଡିଏସ୍‌ପି...

ଆଜିଠୁ ତିନିଦିନିଆ ଶଟ୍‌ଡାଉନ୍‌

କଟକ ଅଫିସ,୬ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ସପ୍ତାହାନ୍ତ ଶଟ୍‌ଡାଉନ୍‌ ପରେ ସୋମବାରଠାରୁ ବୁଧବାର...

କୋଣାର୍କ ମରାମତି ମାମଲା: ଏଏସ୍‌ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ

କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି...

ବ୍ଲ୍ୟୁ-ଫ୍ଲାଗ୍‌: ବିକଶିତ ହେବ ଆଉ ୫ ବେଳାଭୂମି

ଭୁବନେଶ୍ୱର,୫।୭(ବ୍ୟୁରୋ): ଓଡ଼ିଶା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ପ୍ରଚେଷ୍ଟା ଜାରି ରଖିଛନ୍ତି। ସରକାର ପୁରୀ ପରେ ଏବେ ଆଉ ୫...

ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା

ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ...

‘ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର ବଦ୍ଧପରିକର’

ବାଲେଶ୍ୱର ଅଫିସ୍‌, ୧୭ା୮: ୩୭୦ ଧାରା ଉଚ୍ଛେଦ କରି କେନ୍ଦ୍ର ସରକାର କାଶ୍ମୀରବାସୀଙ୍କୁ ନ୍ୟାୟ ପ୍ରଦାନ କରିଛନ୍ତି। ଅଖଣ୍ଡ ଭାରତ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାର...

ଅମାନିଆଙ୍କ ଗାଡ଼ି ଚକାରୁ ପବନ କାଢ଼ିଦେଲା ପୋଲିସ

ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି...

Advertisement


Archives

Model This Week