ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ

କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ହାତୀପଲ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ଦେବାରୁ ଭିତରେ ଶୋଇଥିବା ୭ ବର୍ଷ ପୁଅର ମୃତ୍ୟୁ ଘଟିଛି। ମୃତକ ହେଲେ ବିନୋଦ ମହାନ୍ତଙ୍କ ପୁଅ ନାରାୟଣ।
ଏହି ପଲରେ ୭ ହାତୀ ଥିବା ଜଣାପଡିଛି। ରାତି ପ୍ରାୟ ସାଢେ ୩ଟାରେ ହାତୀପଲ ଘରର କାନ୍ଥ ଭାଙ୍ଗିଦେବାରୁ ଭିତରେ ଶୋଇଥିବା ନାରାୟଣ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲାର କାମାକ୍ଷାନଗର ଡାକ୍ତରଖାନାକୁ ନେବାବେଳେ ବାଟରେ ମୃତ୍ୟୁ ହୋଇଯାଇଥିଲା। ଏନେଇ କେନ୍ଦୁଝର ଡିଏଫ୍‌ଓ ଧନରାଜ ଏଚ.ଡି. କହିଛନ୍ତି, ମୃତ ଶିଶୁଙ୍କ ପରିବାରକୁ ଅନୁକମ୍ପାମୂଳକ ୪୦ହଜାର ଟଙ୍କା ସହାୟତା ଦିଆଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ...

ରୁଚିକୁ ଗୁରୁତ୍ୱ ଦେଲେ ଲୋକେ ଖବରକାଗଜ ପଢ଼ିବେ: ତଥାଗତ

ରାୟଗଡ଼ା ଅଫିସ/ରାୟଗଡ଼ା(ସ୍ବ.ପ୍ର.),୨ା୨: ରାୟଗଡ଼ା ପ୍ରେସ୍‌ ୟୁନିୟନର ୭ମ ବାର୍ଷିକ ଉତ୍ସବ ବୁଧବାର ସ୍ଥାନୀୟ ତେଜସ୍ବୀ ଇଣ୍ଟରନ୍ୟାଶନାଲ ହୋଟେଲଠାରେ ପାଳନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ...

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ୨ ମୃତ

ଫୁଲବାଣୀ ଅଫିସ, ୩୦ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ଶନିବାର ବେପରୁଆ ଗାଡି ଚାଳନା କାଳ ହୋଇଛି ା ଏକ କାର...

ମନମୁଖି ଯୋଗୁ ମନ୍ଥର

ବଇଣ୍ଡା, ୩୦।୧୧: ଠିକା ସଂସ୍ଥା ବଦଳିଲା। ହେଲେ ସେପରି ଅଗ୍ରଗତି ଦେଖିବାକୁ ମିଳୁନାହିଁ କାର୍ଯ୍ୟରେ। ପୂର୍ବପରି ଏହା କଚ୍ଛପ ଗତିରେ ଚାଲୁଥିବାରୁ ୫୫ନଂ. ଜାତୀୟ ରାଜପଥ...

ଲକ୍‌ଡାଉନ୍‌: ୭୮ ବାଇକ୍‌ ଜବତ

ରାଇରଙ୍ଗପୁର,୯ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ କରାଯାଇଥିବା ବେଳେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଡିଭିଜନର ବିଭିନ୍ନ ସ୍ଥାନରେ ଅମାନିଆ...

ଘର ଭାଙ୍ଗିଲା ହାତୀ

ବଇଣ୍ଡା, ୨୪ା୭(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ କଣ୍ଟେଇକୁଳିଆ ଗ୍ରାମରେ ମଙ୍ଗଳବାର ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରିବା ସହ କୁନା ସାହୁଙ୍କ...

ନାଲ୍‌କୋ ଇଡି ଦାୟିତ୍ୱ ନେଲେ ଅମ୍ବିକା ପ୍ରସାଦ

ବଅଁରପାଳ, ୧ା୧୧(ଡି.ଏନ.ଏ.)- ନାଲ୍‌କୋ ସ୍ମେଲଟର ଓ ପାଓ୍ବାର ପ୍ଲାଣ୍ଟର ନୂତନ ନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅମ୍ବିକା ପ୍ରସାଦ ପଣ୍ଡା ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ...

ଚଢେଇ ରୂପରେ ଆସିଥିଲା ମୃତ୍ୟୁ ଦୂତ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବଣ୍ଡା ବାଳକଙ୍କଜୀବନ

ଖଇରପୁଟ/ଗୋବିନ୍ଦପାଲ୍ଲି, ୨ା୬ (ଡି.ଏନ୍‌.ଏ.): ଚଢେଇ ରୂପରେ ଆସିଥିଲା ମୃତ୍ୟୁଦୂତ। ସେଇ ଚଢେଇ ଧରିବା ପାଇଁ ତା ପଛରେ ଗୋଡାଇ ଥିଲେ ୭ବର୍ଷର ବଣ୍ଡା ବାଳକ। ଚଢେଇ...

Advertisement
Archives

Model This Week