କୁଶୁମୁଣ୍ଡି ଜଙ୍ଗଲରେ ହାତୀ ଛୁଆର ମୃତ୍ୟୁ

 

ଟେନସା,୧୦।୪(ଡି. ଏନ. ଏ.): ସୁନ୍ଦରଗଡ଼ ଜିଲା କୋଇଡା ବନାଞ୍ଚଳର କୁଶୁମୁଣ୍ଡି ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ ପଡିରହିଛି। ମୃତ ହାତୀ ଛୁଆର ବୟସ ତିନିରୁ ଚାରି ବର୍ଷ ବୋଲି ଜଣାପଡିଛି। ଘଟଣାସ୍ଥଳରେ ମା’ ହାତୀ ଜଗି ରହିଥିବା ଦେଖିବାକୁ ମିଳିଛି। ଖବରପାଇ ଘଟଣାସ୍ଥଳରେ କୋଇଡା ବନବିଭାଗର ରେଞ୍ଜର ବଣାଇ ଏସଏଫ କୋଇଡା ପ୍ରାଣିଧନ ଚିକିତ୍ସାଧିକାରୀ ପହଞ୍ଚିଛନ୍ତ। ମା’ ହାତୀ ତା’ ଛୁଆ ହାତୀ ପାଖରେ ଥିବାରୁ ଜଙ୍ଗଲ କର୍ମଚାରୀ ପହଞ୍ଚି ପାରୁନାହାନ୍ତ।

ସୂଚନାନୁସାରେ, ପନ୍ଦର ଦିନ ପୂର୍ବରୁ ଝିରପାଣି ଜଙ୍ଗଲରେ ହାତୀ ଛୁଆଟି ଅସୁସ୍ଥ ଥିଲା। ବନବିଭାଗ ପ୍ରାଥମିକ ଚିକିତ୍ସା କରିବା ପରେ ସୁସ୍ଥ ହୋଇ ହାତୀ ଛୁଆଟି ମା’ ହାତୀ ସହିତ ଜଙ୍ଗଲରେ ବୁଲାବୁଲି କରୁଥିଲା। ହେଲେ ଆଜି କେଉଁ କାରଣରୁ ହାତୀ ଛୁଆର ମୃତ୍ୟୁ ଘଟିଲା ତାହା ବ୍ୟବଚ୍ଛେଦ ପରେ ଜଣାପଡ଼ିବ ବୋଲି ବଣାଇ ଏସିଏଫ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?