ଅଭୟାରଣ୍ୟରେ ହାତୀ ଶାବକଙ୍କର ମୃତ୍ୟୁ

ହାଟଡିହୀ,୧୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟ କାଠକଟା ସେକ୍ସନର ମଶାଘାଟି ନିକଟରେ ୫ -୬ ବର୍ଷର ଏକ ଅଣ୍ଡିରା ହାତୀଛୁଆର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଏକାଧିକ ହାତୀ ଅନେକ ସମୟ ଧରି ରହିଥିଲେ। ମୃତ ହାତୀଛୁଆକୁ ଛାଡ଼ି ଯାଇ ନ ଥିଲେ। ନିଜ ଭିତରେ ହାତୀମାନଙ୍କ ସଂଘର୍ଷରେ ହିଁ ହାତୀ ଛୁଆଟିର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ଡିଏଫ୍‌ଓ ଅଭୟ କୁମାର ଦଳେଇ ସୂଚନା ଦେଇଛନ୍ତି। ଅନେକ ସମୟ ଧରି ହାତୀମାନେ ସମ୍ପୃକ୍ତ ଘଟଣା ଘଟିଥିବା ସ୍ଥାନରେ ରହିଥିବାରୁ ବିଳମ୍ବରେ ବନ ବିଭାଗ ହାତୀ ଛୁଆଟିର ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇଛି। ପରେ ମୃତଦେହ ପୋତି ଦିଆଯାଇଛି। ମୃତ୍ୟୁର ଅଧିକ କାରଣ ନେଇ ବନବିଭାଗ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୯,୫୦୦ ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୨୭ା୬(ସୁନିତ୍‌ ମିଶ୍ର):ପୂର୍ବ ଭାରତରେ ଶିଳ୍ପାୟନର ବିକାଶକୁ ଆହୁରି ତ୍ୱରାନ୍ବିତ କରିବା ଏବଂ ଆଞ୍ଚଳିକ ସହଯୋଗ ମାଧ୍ୟମରେ ସନ୍ତୁଳିତ ଅଭିବୃଦ୍ଧି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଇସ୍ରାଏଲ-ଲେବାନନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଉପରେ ସହମତି; ହେଜବୋଲକୁ ନେଇ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୨୭।୬: ଇସ୍ରାଏଲ ଏବଂ ହେଜବୋଲା ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ବନ୍ଦ କରିବା ପାଇଁ ଦିନ ଦିନ ଧରି ଆଲୋଚନା ପରେ, ଇସ୍ରାଏଲ ଏବଂ ଲେବାନନ ଶୁକ୍ରବାର ୱାଶିଂଟନରେ…

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ, ଏସବୁ ଜିଲାରେ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୬(ବନ୍ଦନା ସେଠୀ):ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା…

ପୁଣି ମୁହାଁମୁହିଁ ହେଲେ ଆମେରିକା-ଇରାନ: ବଡ଼ ଆକ୍ରମଣ କଲା ଓ୍ବାଶିଂଟନ୍‌

ତେହରାନ,୨୭।୬:ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ କରିଛି। ଆମେରିକା ଇରାନୀ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ସ୍ଥାନଗୁଡ଼ିକୁ ଟାର୍ଗେଟ କରିଥିଲା। ହର୍ମୁଜ…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବିଷାକ୍ତ ଛତୁ ଖାଇ ୩ ଶିଶୁ ଗୁରୁତର: କଲ୍ୟାଣସିଂହପୁର ମେଡିକାଲରେ ଭର୍ତ୍ତି, ଚିକିତ୍ସା ପରେ ଅବସ୍ଥା ସ୍ଥିର

କଲ୍ୟାଣସିଂହପୁର, ୨୬।୬ (ଦୀପକ କୁମାର ପରିଡା): ବିଷାକ୍ତ ଛତୁ ଖାଇ ୩ ଜଣ ଶିଶୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ କଲ୍ୟାଣସିଂହପୁର ଗୋଷ୍ଠୀ…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri