Posted inଫୁରସତ

କୁଣ୍ଡେ ପାଣି ଦେଖି ଏମିତି କଲା ହାତୀ ଛୁଆ

ସୋସିଆଲ ମିଡିଆରେ ବିଭିନ୍ନ ସମୟରେ ମଜାଳିଆ ଭିଡିଓ ଭାଇରାଲ ହେବାର ଦେଖାଯାଏ। ନିକଟରେ ସେମିତି ଏକ ଭିଡିଓ ଭାଇରାଲ ହୋଇଛି। ଯାହାକୁ ଦେଖିଲେ ମନ ନିଶ୍ଚିନ୍ତ ଭାବରେ ପ୍ରସନ୍ନ ହୋଇଯିବ। ଭିଡିଓରେ ଏକ ହାତୀ ଛୁଆ କୁଣ୍ଡେ ପାଣି ଦେଖି ଏତେ ମାତ୍ରାରେ ଖୁସି ହୋଇଯାଇଥିଲା ଯେ, କୁଣ୍ଡ ଉପରକୁ କୁଦି ପକାଇଥିଲା। ପାଣିରେ ପହଁରିବାକୁ ଚେଷ୍ଟା କରିଥିଲା ହାତୀ ଛୁଆ। @HopkinsBRFC ନାମକ ଟୁଇଟର୍‌ ହ୍ୟାଣ୍ଡେଲରେ ଏହି ଭିଡିଓକୁ ଶେୟାର କରାଯାଇଛି। ଭିଡିଓ କ୍ୟାପଶନ୍‌ରେ ଏବେ ଗାଧୋଇବା ବେଳ ବୋଲି ଲେଖାଯାଇଛି। ଭିଡିଓରେ ପାଇପ୍‌ ସାହାଯ୍ୟରେ ହାତୀ ଛୁଆକୁ ଗାଧୋଇବା ଦିଆଯାଉଥିବା ଦେଖାଯାଉଛି। ହାତୀଟି ପାଣି ଥିବା କୁଣ୍ଡରେ ପଶି ବେଶ୍‌ ଖୁସି ଜଣାପଡୁଛି। ୟୁଜର୍ସ ଏହି ଭିଡିଓକୁ ବେଶ୍‌ ପସନ୍ଦ କରୁଛନ୍ତି।

https://twitter.com/HopkinsBRFC/status/1309972783594602496


Enter your email to get our daily news in your inbox.

All Right Reserved By Dharitri.Com

ପେଲେଟ୍ ଗନ୍ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, SOP ନେଇ କେନ୍ଦ୍ରକୁ…

ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟ ପେଲେଟ୍ ଗନ୍ ବ୍ୟବହାର ନେଇ SOP ସମ୍ପର୍କରେ କେନ୍ଦ୍ର ସରକାରଙ୍କ ଠାରୁ ଜବାବ ମାଗିଛନ୍ତି । କୋର୍ଟ ସୂଚିତ କରିଥିଲେ ଯେ ପେଲେଟ୍ ଗନ୍…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ମଦରେ ବିଷ ମିଶାଇ ସ୍ବାମୀଙ୍କୁ ହତ୍ୟା; ୧୨ ଫୁଟ୍ ଗଭୀର ଗାତରେ ପୋତିଦେଲେ, ୨ ବର୍ଷ ପରେ ଖୋଲିଲା

ଗାନ୍ଧୀନଗର,୩୦।୭: ଚଳଚ୍ଚିତ୍ରଗୁଡ଼ିକ ମନୋରଞ୍ଜନ ପାଇଁ ପ୍ରସ୍ତୁତ ହୋଇଥିବା ବେଳେ କିଛି ଚତୁର ବ୍ୟକ୍ତି ଏହାକୁ ଆଧାର କରି ଅପରାଧ ଘଟାଇବା ପାଇଁ ନୂତନ ଉପାୟ ବାହାର କରିଛନ୍ତି।…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri