ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ ଜାଲରେ ଛନ୍ଦି ହୋଇଗଲା ହାତୀ ଛୁଆ । ପାଣିରେ ଫସି ରହିଥିବା ବେଳେ ଦୀର୍ଘ ସମୟର କସରତ ପରେ ଛୁଆ ହାତୀକୁ ସୁରକ୍ଷିତ ପାଣିରୁ ଉଦ୍ଧାର କରିଛି ବନ ବିଭାଗ ।

ସୂଚନା ଅନୁଯାଇ ଦୀର୍ଘ ଦିନ ହେବ ୧୧ ଟିକିଆ ହାତୀ ପଲ ଚସାଗୁରୁଜାଙ୍ଗ ଓ ପବିତ୍ରପୁର ପଞ୍ଚାୟତର ବିଭିନ୍ନ ଗାଁରେ ବ୍ୟାପକ କ୍ଷୟକ୍ଷତି କରୁଥିଲେ । ଗତକାଲି ସନ୍ଧ୍ୟା ସମୟରେ ପବିତ୍ରପୁର ପଞ୍ଚାୟତ ପଟୁ ନଦୀ ପାର ହୋଇ ଯାଉଥିବା ବେଳେ ଛୁଆ ହାତୀଟି ପାଣିରେ ବିଛା ଯାଇଥିବା ମାଛ ଜାଲରେ ଛନ୍ଦି ହୋଇ ଫସି ଯାଇଥିଲା । ସ୍ଥାନୀୟ ଲୋକେ ଦେଖି ତୁରନ୍ତ ପାଳଲହଡା ବନ ବିଭାଗକୁ ସୂଚନା ଦେଇଥିଲେ । ଆଜି ସକାଳୁ ଘଟଣା ସ୍ଥଳରେ ପହଂଚି ହାତୀ ଛୁଆକୁ ଉଦ୍ଧାର କରି ମା ହାତୀ ପାଖରେ ଛଡା ଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ ମାତା ପୂଜନ ଉତ୍ସବରେ ଓଲଟା ଉଡ଼ିଲା ତ୍ରିରଙ୍ଗା

ଦାରିଙ୍ଗବାଡ଼ି,୨୬ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଶିବ ମନ୍ଦିର ପ୍ରାଙ୍ଗଣରେ ୧୪ ତମ ଭାରତମାତା ପୂଜନ ଉତ୍ସବ ପାଳନ ସହ ବନ୍ଦେ ମାତରଂର ୧୫୦ତମ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

ମୃତଦେହ ରଖି ରାସ୍ତାରୋକୋ: ଆନ୍ଦୋଳନକାରୀଙ୍କୁ ବିଧାୟକ, ଭାଜପା କାର୍ଯ୍ୟକର୍ତ୍ତା ଭେଟି…

ହାଟଡିହୀ,୨୬।୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାଳନିଆଁ ବଜାରରେ ରବିବାର ଏକ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇ ଏକ ସାଇକେଲ ଆରୋହୀଙ୍କ ଉପରେ ଚଢ଼ି ଯାଇଥିଲା। ଫଳରେ…

ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…

ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ…

ଥାନାଠାରୁ ୫୦ ମିଟର ଦୂରରେ ୯ ଦୋକାନରୁ ଚୋରି

ଧର୍ମଶାଳା,୨୬ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନାଠାରୁ ୫୦ମିଟର ଦୂରରେ ଥିବା ବଜାରରେ ଥିବା ଦୋକାନଗୁଡ଼ିକ ମଧ୍ୟରୁ ପାଖାପାଖି ୯ରୁ ଅଧିକ ଦୋକାନରୁ ଚୋରି ହୋଇଥିବା…

ଟିମ୍‌ ଇଣ୍ଡିଆ ପାଇଁ ଖୁସି ଖବର: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି୨୦ ବିଶ୍ୱକପ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ପ୍ରମୁଖ ଟୁର୍ନାମେଣ୍ଟ ପୂର୍ବରୁ, ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ…

୨୦ ଜଣଙ୍କୁ  ମିଳିଲା ପୋଲିସ ପଦକ

ଭୁବନେଶ୍ୱର,୨୬।୧: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ  ମିଳିଲା ପୋଲିସ ପଦକ। ଏହି ପଦକ ରାଜ୍ୟପାଳ ପ୍ରଦାନ କରିଛନ୍ତି। ବର୍ଗ-୧ରେ IPS ନୀତି ଶେଖର, ସତ୍ୟଜିତ ନାୟକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri