Posted inରାଜ୍ୟ

ଅଖାରେ ପୂରାଇ ଶିଶୁକନ୍ୟାଙ୍କୁ ଫୋପାଡ଼ି ଦେଲେ

ବଡ଼ବିଲ,୯।୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଭଦ୍ରାସାହି ପଞ୍ଚାୟତ ୪ନଂ. ଓ୍ବାର୍ଡ ଅନ୍ତର୍ଗତ ଭୁଷୁଗାଁରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ଜରି ଅଖାରେ ପୂରାଇ ଶିଶୁକନ୍ୟାକୁ ଭୁଷୁଗାଁସ୍ଥିତ ଷ୍ଟକ ୟାର୍ଡରେ କେହି ଜଣେ ଫୋପାଡ଼ି ଦେଇଥିଲେ। ବୁଧବାର ସକାଳ ପ୍ରାୟ ୭ଟା ବେଳେ ଶିଶୁର କ୍ରନ୍ଦନ ଶୁଣି ଜଣେ ଯୁବକ ସ୍ଥାନୀୟ ୱାର୍ଡମେମ୍ବର ବୈଦେହୀ ଦଳବେହେରାଙ୍କୁ ଜଣାଇଥିଲେ। ସେ ଶିଶୁଟିକୁ ଉଦ୍ଧାର କରି ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ଶିଶୁ କନ୍ୟା ସୁସ୍ଥ ଥିବା ଡାକ୍ତର ଗୋପୀନାଥ ସୋରେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଉଡୋଳା ମୁଟୁରା ନଦୀ ପଠାରେ ଚାଲିଛି ବେଆଇନ ଇଟାଭାଟି

କୋକସରା, ୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ତହସିଲ ଅନ୍ତର୍ଗତ କାଉଡୋଲା ମୁଦ୍ରା ନଦୀ କୂଳରେ ବେଧଡକ ଭାବେ ଚାଲିଛି ଏବେ ବେଆଇନ ଇଟାଭାଟି। ସରକରୀ...

ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ...

କଳାପଥର ଉତ୍ତୋଳନ:୫ ମାମଲାରେ ପେଞ୍ଚ

ଯାଜପୁର ଅଫିସ,୨୬।୩: ଯାଜପୁର ଜିଲା ରାଜସ୍ବ ବିଭାଗର ଛତ୍ରଛାୟା ତଳେ ଚାଲିଥିବା ବେଆଇନ କଳାପଥର ଲୁଟ୍‌ ଘଟଣା ଦିନକୁଦିନ ଅଣାୟତ୍ତ ହେବାରେ ଲାଗିଛି। ତହସିଲ କୋର୍ଟରୁ...

୩ବର୍ଷ ହେଲା ଜୀବନ ସହ ସଂଘର୍ଷ କରୁଛନ୍ତି ଚୈତନ୍ୟ, ମିଳୁନାହିଁ ସହାୟତା

ଗୁଡ଼ଭେଲା,୩୦ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଘୁନା ପଞ୍ଚାୟତ ଅନ୍ତର୍ଗତ ଗୁଡଙ୍ଗାମାଳ ଗ୍ରାମ ପୁଟାପଡାର ଚୈତନ୍ୟ ପୁଟା (୨୪) ତିନିବର୍ଷ ତଳେ ଗଛରୁ ପଡିଯାଇଥିଲେ। ତାଙ୍କର...

‘ଚାଷ ନ ହୋଇ ଏମ୍‌ଏସ୍‌ପି ନେବାକୁ ହୋଇଛି ମସୁଧା’

ଭୁବନେଶ୍ବର,୨୧।୧୨(ବ୍ୟୁରୋ): ଓଡ଼ିଶାରେ କ୍ରମାଗତ ଧାନକିଣାରେ ଦୁର୍ନୀତି, ମଣ୍ଡି ପରିଚାଳନାରେ ଅବ୍ୟବସ୍ଥା ଓ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ହସ୍ତକ୍ଷେପ କରିବାକୁ ମଙ୍ଗଳବାର...

ଟିମ୍‌ ପ୍ରାଇଡ୍‌କୁ ପ୍ରଶଂସା, ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା

ଭୁବନେଶ୍ୱର, ୧୨।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟ ଓ ଭୁବନେଶ୍ୱର କରିବା ପାଇଁ ବିଡିଏ, ବିଏମ୍‌ସି ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମିଳିତ ପଦକ୍ଷେପ ନିଆଯାଇଛି।...

ଡିସେମ୍ବର ୭ରୁ ଡଗ୍‌ ଶୋ’: ପ୍ରଥରଥର ପାଇଁ ହେବ ବିଗଲ ସ୍ପେଶିଆଲିଟି

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ପ୍ରତିବର୍ଷ ହେଉଥିବା ଡଗ୍‌ ଶୋ’ ଆସନ୍ତା ଡିସେମ୍ବର ୭ରୁ ଆରମ୍ଭ ହେବ। ୟୁନିଟ୍‌-୬ ବାଳକ ଉଚ୍ଚ ବିଦ୍ୟାଳୟ...

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ...

Advertisement
Archives

Model This Week