Posted inଜାତୀୟ

ବିକଳ ଦୃଶ୍ୟ : ଦୁଇ ଦିନ ଧରି ମା’ ମୃତଦେହ ପାଖରେ କାନ୍ଦୁଥିଲା ଶିଶୁ

ପୁଣେ,୩୦।୪ : ମା’ର ମୃତଦେହ ପାଖରେ ଦୁଇ ଦିନ ଧରି କାନ୍ଦୁଥିଲା ଶିଶୁ। ପଡୋଶୀମାନେ ଜାଣିଲା ପରେ ମଧ୍ୟ କୋଭିଡ୍‌ ଭୟରେ ଘର ମାଡ଼ୁ ନ ଥିଲେ। ଶେଷରେ ଘର ମାଲିକ ଠାରୁ ଖବର ପାଇବା ପରେ ଶିଶୁକୁ ଉଦ୍ଧାର କରିଛି ପୋଲିସ। ଏଭଳି ବିକଳ ଦୃଶ୍ୟ ମହାରାଷ୍ଟ୍ରର ପୁଣେର ପିମ୍ପରି ଚିଞ୍ଚଓ୍ବାଡରୁ ସାମ୍ନାକୁ ଆସିଛି।

ଖବର ପାଇ ପୋଲିସ ସୋମବାର ଘର କବାଟ ଭାଙ୍ଗି ମହିଳାଙ୍କ ମୃତଦେହ ନିକଟରୁ ଶିଶୁକୁ ଉଦ୍ଧାର କରିଥିଲା। ମହିଳାଙ୍କ ମୃତ୍ୟୁ ଶନିବାର ହୋଇଥିବା ସନ୍ଦେହ କରାଯାଉଛି। ଏହାର ଅର୍ଥ ବିନା ଖାଦ୍ୟ ଓ ଜଳରେ ବଞ୍ଚିଯାଇଛି ୧୮ ମାସର ଶିଶୁ। ଉଦ୍ଧାର ପରେ ପଡ଼ୋଶୀମାନେ ଶିଶୁକୁ ଧରିବାକୁ ମଧ୍ୟ ମନା କରି ଦେଇଥିଲେ। ଫଳରେ ଶିଶୁକୁ ଖୁଆଇଥିଲେ ପୋଲିସ କନଷ୍ଟେବଳ ସୁଶିଲା ଗାଭାଲେ ଓ ରେଖା ଓ୍ବାଜେ। ତେବେ ଶିଶୁଟି ଜ୍ୱରରେ ପୀଡ଼ିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଭାକ୍ସିନ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ : ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲା ଟିଏମ୍‌ସି

ନୂଆଦିଲ୍ଲୀ,୩।୩ : ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବୁଧବାର ନିର୍ବାଚନ ଆୟୋଗ (ଇସି)ଙ୍କ ଦ୍ୱାରସ୍ଥ ହୋଇଛି। ପଶ୍ଚିମ ବଙ୍ଗରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ବିଜ୍ଞାପନରେ...

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ...

କଶ୍ମୀର ପଣ୍ଡିତଙ୍କ ହତ୍ୟା ଏକ ନରସଂହାର, ଜଘନ୍ୟ ଅପରାଧ କରିଥିବା ଦୋଷୀଙ୍କ ପ୍ରତି ଦଣ୍ଡବିଧାନ ଜରୁରୀ…

ଓ୍ବାଶିଂଟନ, ୨୮।୩ : କଶ୍ମୀର ପଣ୍ଡିତଙ୍କ ହତ୍ୟାକୁ ଏକ ନରସଂହାର ଭାବେ ଓ୍ବାଶିଂଟନ ସ୍ଥିତ ଇଣ୍ଟରନ୍ୟାଶନାଲ କମିଶନ ଫର୍‌ ହ୍ୟୁମ୍ୟାନ୍‌ ରାଇଟସ୍‌ ଆଣ୍ଡ୍‌ ରିଲିଜିୟସ୍‌ ଫ୍ରିଡମ୍‌...

ରାହୁଲ ପୁଣି ଥରେ ଅଧ୍ୟକ୍ଷ ହେବାକୁ ସିଡବ୍ଲୁସି ବୈଠକରେ ଉଠିଲା ଦାବି

ନୂଆଦିଲ୍ଲୀ,୧୬ ।୧୦: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ ଦଳର ଅଧ୍ୟକ୍ଷ କରିବାକୁ ଦଳର ନେତା ଓ କର୍ମୀମାନେ ଦାବି କରିଛନ୍ତି । କଂଗ୍ରେସ ୱାର୍କିଂ କମିଟି ବୈଠକରେ...

‘ହେଲମେଟ୍‌ କାହିଁ ପିନ୍ଧିନ’ ପଚାରିବାରୁ ଜର୍ନାଲିଷ୍ଟଙ୍କୁ କ୍ୟାମେରା ଆଗରେ ନିର୍ଯାତନା

ଗୁଆହାଟୀ,୮।୨: ‘ କାହିଁକି ହେଲମେଟ୍‌ ପିନ୍ଧି ନାହଁ ’। ଏଭଳି ପ୍ରଶ୍ନ ପଚାରିବାରୁ ଆସାମର ଜଣେ ଜର୍ନାଲିଷ୍ଟଙ୍କୁ ନିର୍ଯାତନା ଦେଇଛନ୍ତି ଦୁଇ ପୋଲିସ କନଷ୍ଟେବଳ। ଆସାମର...

‘କେବଳ ମୋଦିଙ୍କ ମିଛ କାରଖାନା ରହିବ’

କୋଲକାତା,୨୪ା୩: କେନ୍ଦ୍ର ସରକାର ସରକାରୀ ସଂସ୍ଥାଗୁଡ଼ିକୁ ବିକି ଦେଉଛନ୍ତି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମିଛ କାରଖାନା’ ରହିବ ବୋଲି ମଙ୍ଗଳବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)...

ରାଜ୍ୟପାଳ ହେବା ଖବର ମିଛ: ସୁଷମା ସ୍ବରାଜ

ନୂଆଦିଲ୍ଲୀ, ୧୧।୬: ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ନିଯୁକ୍ତ ହେବା ଖବରକୁ ଖଣ୍ଡନ କରିଛନ୍ତି ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜ। କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନ ନିଜ ଟୁଇଟରରେ...

ଚତୁର୍ଥ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ...

Advertisement
Archives

Model This Week