Posted inଜାତୀୟ

ପିଠିରେ ଛୁରୀ ମାରୁଥିବା ଲୋକ ଆମର ‘ଗୁରୁ’ ହୋଇପାରିବେନି: ଶିବସେନା

ମୁମ୍ବାଇ,୨୧ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଶିବସେନା ନେତା ଅନନ୍ତ ଗିତେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାୱାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ନିଜର ଦଳ ଗଢିବାକୁ କଂଗ୍ରେସ ପିଠିରେ ଛୁରୀମାରି ଥିବା ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ଶିବସୈନିକଙ୍କ ‘ଗୁରୁ’ ହୋଇ ପାରିବେ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଶିବସେନା, ଏନ୍‌ସିପି ଓ କଂଗ୍ରେସର ମେଣ୍ଟ ମହା ବିକାଶ ଅଘାଡି(ଏମ୍‌ବିଏ)ସରକାର କେବଳ ଏକ ବୁଝାମଣା । ଜନତା ଶରଦ ପାୱାରଙ୍କୁ ଯାହା ଭାବନ୍ତୁନା କାହିଁକି ସେ କେବେ ଆମର ଗୁରୁ ହୋଇପାରିବେ ନାହିଁ । ଆମର ଗୁରୁ ବେକଳ ସ୍ୱର୍ଗତ ବାଲାସାହେବ ଠାକରେ । ଯେ ପର୍ଯ୍ୟନ୍ତ ଏହି ସରକାର ଚାଲିବ ଚାଲୁ, ଯଦି ଆମେ ଅଲଗା ହୋଇଯାଉ ତେବେ ଆମ ଘର ଶିବସେନା ଓ ଆମେ ସବୁବେଳେ ଦଳ ସହ ରହିବୁ ।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri