Posted inଜାତୀୟ

‘ମହିଳାଙ୍କ ମୁହଁରେ ପରଦା ରହୁ ନ ଥିବାରୁ ବଢୁଛି ବଳାତ୍କାର’

ନୂଆଦିଲ୍ଲୀ,୧୩।୨: ସାରା ଦେଶରେ ଏବେ ହିଜାବ ବିବାଦକୁ ନେଇ ରାଜନୀତି ସରଗରମ ହୋଇଛି। ଅନେକ ନେତା ହିଜାବ ଉପରେ ମନ୍ତବ୍ୟ ଦେଉଥିବାର ଦେଖାଯାଇଛି। ରବିବାର କର୍ନାଟକର କଂଗ୍ରେସ ନେତା ଜମ୍ମିର ଅହମ୍ମଦ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ମହିଳାମାନଙ୍କ ମୁହଁରେ ପରଦା ରହୁ ନ ଥିବାରୁ ଭାରତରେ ବଳାତ୍କାର ଘଟଣା ବଢିବାରେ ଲାଗିଛି। ସେ କହୁଥିବାର ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି।
ମୁଁ ଭାବୁଛି ଭାରତର ବଳାତ୍କାର ଘଟଣା ବିଶ୍ୱରେ ସର୍ବାଧିକ। ମହିଳାମାନେ ପରଦା ପ୍ରଥାକୁ ମାନୁ ନ ଥିବାରୁ ଏଭଳି ଅପରାଧ ବଢୁଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କ ନୂଆ ଦଳରେ କିଏ ସାମିଲ ହେଲେ? ବିନୋଦ ତାୱଡେଙ୍କ ସମେତ ତିନି ଜଣଙ୍କ ନାମ ଚୂଡ଼ାନ୍ତ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସାଂଗଠନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି। ନୀତିନ ନବୀନ ଦଳର ସଭାପତି ଭାବରେ ଦାୟିତ୍ୱ ନେବା ମାତ୍ରେ ଏ ସମ୍ପର୍କରେ…

UGC-NET: ‘ଭୁଲ NTA କରୁଛି, ଦଣ୍ଡ ଛାତ୍ରୀଛାତ୍ର ଭୋଗୁଛନ୍ତି’, ବର୍ଷିଲେ ରାହୁଲ

ନୂଆଦିଲ୍ଲୀ,୧୭।୮: UGC-NETର ଇଂରାଜୀ, କମର୍ସ ଓ ସୋସିଓଲୋଜି ୩ଟି ପରୀକ୍ଷା ବାତିଲ ହେବା ପରେ କେନ୍ଦ୍ର ସରକାର ଓ NTAକୁ ଟାର୍ଗେଟ୍ କରିଛନ୍ତି ଲୋକ ସଭାର ବିରୋଧୀ…

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ଆଜିଠାରୁ ଆରମ୍ଭ ହେବ ଜନଗଣନା; ଆଧାର ଠାରୁ ବ୍ୟାଙ୍କିଙ୍ଗ ପର୍ଯ୍ୟନ୍ତ ପଚରାଯିବ ୪୦ ପ୍ରଶ୍ନ

ନୂଆଦିଲ୍ଲୀ,୧୭।୮: ଆଜିଠାରୁ ଅର୍ଥାତ ସୋମବାରଠାରୁ ଭାରତର 2027 ଜନଗଣନାର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ସୋମବାର ‘ସ୍ବ-ଗଣନା’ ସହିତ ଆରମ୍ଭ ହେବ – ଯେଉଁଠାରେ…

ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ; ୫ ମୃତ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତାରାପୀଠର ଏକ ହୋଟେଲରେ ସୋମବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ନିଆଁରେ ପୋଡ଼ିଯିବାରୁ ଅତି କମରେ…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri