ବେହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର ହେଲା…

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି):  ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥିଲା । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଖଙ୍କାର ପଡ଼ିଥିବା ଦେଖାଯିବା ପରେ ତୁରନ୍ତ ସମସ୍ତ ନୀତିକାନ୍ତି ବନ୍ଦ କରାଯାଇଥିଲା । ଏହାସହିତ ସର୍ବ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା । ପରେ ବଡ଼ ମହାସ୍ନାନ ପାଇଁ ନୀତି ଆରମ୍ଭ ହୋଇଥିଲା । ସକାଳ ୮ଟା ୧୦ରେ ଚୂନ ପାଣି ପଡ଼ିଥିଲା, ସିଂହାସନ ଧୁଆ ୮ଟା୨୦ରେ ହେବା ପରେ ମହାସ୍ନାନ ପୂଜା ଆରମ୍ଭ ହୋଇଥିଲା । ମହାସ୍ନାନ ପୂଜା ୮ଟା ୫୫ ପୂଜା ଶେଷ ହେବା ସହିତ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବା ସହ ସର୍ବ ସାଧାରଣ ଦର୍ଶନ ଆରମ୍ଭ ହୋଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri