ନବବର୍ଷ ୨୦୨୪ ଅବସରରେ ପୁରୀ ବେଳାଭୂମିରେ ଜଗନ୍ନାଥ ମହାପ୍ରଭୁଙ୍କ ବାଲୁକାକଳା ମାଧ୍ୟମରେ ଵଡସିଂହାର ବେଶ। ଏହି ବାଲୁକାକଳାକୃତିକୁ ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରୀଛାତ୍ର।

ବାତ୍ୟା ଅର୍ଣ୍ଣବ ଆନ୍ଧ୍ରରେ ଲାଣ୍ଡଫଲ କରିବା ପରେ ହନ୍ତସନ୍ତ ହେଉଛି ଗଞ୍ଜାମ। ବାତ୍ୟା ପରେ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ହୋଇପଡ଼ିଛି ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳ।…