ବୃକ୍ଷରୋପଣ ତଦାରଖ କଲେ ବାଡ଼ାବାଙ୍ଗା ସରପଞ୍ଚ: ବିଭିନ୍ନ ବିଦ୍ୟାଳୟ ସହ ସେବାଶ୍ରମ ବୁଲି…

ଦାରିଙ୍ଗବାଡି, ୧୭।୯ (ଅରୁଣ ସାହୁ): ଏକ ପେଡ୍‌ ମା’ କେ ନାମ କାର୍ଯ୍ୟକ୍ରମ ପ୍ରତି ପଞ୍ଚାୟତ ଅଞ୍ଚଳରେ ଚାଲିଛି। ବୁଧବାର ବିଭିନ୍ନ ପଞ୍ଚାୟତରେ ୫ ଶହ ଲେଖାଏ ବିଭିନ୍ନ ପ୍ରକାର ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏହି କ୍ରମରେ ବାଡାବାଙ୍ଗା ପଞ୍ଚାୟତର ଯୁବ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ବିଭିନ୍ନ ଶିକ୍ଷାନୁଷ୍ଠାନ ତଥା ସେବାଶ୍ରାମ ଗୁଡିକରେ ଯାଇ ବୃକ୍ଷରୋପଣ କରିବା ସହ ବୁଲି ବୁଲି ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରିବା ସହ ତଦାରଖ କରିଛନ୍ତି । ସେ ତାଙ୍କ ପଞ୍ଚାୟତର ଗାଁ ଗୁଡିକରେ ରହିଥିବା ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ଏହି କାର୍ଯ୍ୟକ୍ରମ କରିଛନ୍ତି ସରପଞ୍ଚ ପ୍ରସନ୍ନ ଙ୍କ ଏଭଳି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି ସେ କହିଛନ୍ତି ତାଙ୍କ ପଞ୍ଚାୟତ କୁ ସବୁଜ ସୁନ୍ଦର ଭାବେ ଗଢି ତୋଳିବେ ଏଥି ଲାଗି ବ୍ୟାପକ ବୃକ୍ଷ ରୋପଣ ଓ ତାର ତଦାରଖ ପାଇଁ ପଞ୍ଚାୟତ କାର୍ଯ୍ୟକରିବ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri