ବଡ଼ବିଲ-ପୁରୀ ଟ୍ରେନ୍‌ ଟାଇମ୍‌ ବଦଳିଲା

କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଟ୍ରେନ୍‌ ନମ୍ବର ୧୮୪୧୫ ବଡ଼ବିଲ-ପୁରୀ ଏକ୍ସପ୍ରେସ ଟ୍ରେନର ସମୟ ତାଲିକା ବଦଳିଛି। ପୁରୁଣା ସମୟର ଏକ ଘଣ୍ଟା ପୂର୍ବରୁ ଏହି ଟ୍ରେନ୍‌ ଚାଲିବ। ଟ୍ରେନ୍‌ ସକାଳ ୯ଟା ୩୦ରେ ବଡ଼ବିଲ ଛାଡ଼ିବ ଏବଂ ଅପରାହ୍ନ ୧.୨୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ। ସେହିପରି ଭୁବନେଶ୍ୱରରେ ସନ୍ଧ୍ୟା ୫.୫୫ରେ ଛାଡ଼ି ରାତି ୮ଟା ୧୫ରେ ପୁରୀରେ ପହଞ୍ଚିବ ବୋଲି ସୂଚନା ମିଳିଛି। ଅକ୍ଟୋବର ୧ରୁ ଏହି ସମୟରେ ଚଳାଚଳ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆଗକୁ ବଢୁଛି ମୌସୁମୀ: ଆଗାମୀ ୧୫ଘଣ୍ଟା ମଧ୍ୟରେ ୧୭ ରାଜ୍ୟରେ ପ୍ରବଳ ବର୍ଷା, ଜାରି ହେଲା ‘ମହା-ଆଲର୍ଟ’

ନୂଆଦିଲ୍ଲୀ,୩୦।୬: ପ୍ରବଳ ଗରମ ସହ ସଂଘର୍ଷ କରୁଥିବା ଦେଶବାସୀଙ୍କ ପାଇଁ ଏକ ଖୁସି ଖବର। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ପାଣିପାଗ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri