ବଡ଼ମ୍ବା ଟି-ବ୍ରିଜ୍‌ ଦଳାଚକଟା ଘଟଣା: ଜଣଙ୍କର ଜୀବନ ଗଲା

ବଡ଼ମ୍ବା,୧୪ା୧(ଡି.ଏନ୍‌.ଏ.): କଟକ ଜିଲା ବଡ଼ମ୍ବା-ଗୋପୀନାଥପୁର ଟି-ବ୍ରିଜ୍‌ରେ ଶନିବାର ଦଳାଚକଟାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଅଞ୍ଜନା ସ୍ବାଇଁ(୪୫)। ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କୁ କଟକ ପଠାଯାଇଥିବା ବେଳେ ଅନ୍ୟମାନେ ବଡ଼ମ୍ବା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ସୂଚନାଯୋଗ୍ୟ, ମକରମେଳା ପାଇଁ ସିଂହନାଥ ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଫଳରେ ଦଳଚକଟା ପରିସ୍ଥିତି ଉପୁଜିଥିଲା। କିଛି ମାସ ତଳେ ମହାନଦୀ ଉପରେ ଏହି ବ୍ରିଜ ଉଦ୍‌ଘାଟନ ହୋଇଥିଲା। ବ୍ରିଜ୍‌ଟି ମହାନଦୀରୁ ସିଂହନାଥ ପୀଠକୁ ସଂଯୋଗ କରେ। ଆଜି ମକର ମେଳା ଦେଖିବା ପାଇଁ ଭକ୍ତମାନେ ସିଂହନାଥ ପୀଠକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳବିରୋଧୀ ନୀରବ ଘାତକ

ଢେଙ୍କାନାଳ ଅଫିସ୍‌, ୨୮।୩: ଆମଦାନୀ ନେତାଙ୍କୁ ଅଧିକ ଗୁରୁତ୍ୱ ଦେବା ମହଙ୍ଗା ପଡ଼ିଲା ନା ଟିକେଟରୁ ବଞ୍ଚତ୍ତ ଅସନ୍ତୁଷ୍ଟ କର୍ମୀ ପରଦା ପଛରେ ରହି ନୀରବଘାତକ ସାଜିଲେ।...

ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ

ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍‌ ଭ୍ୟାକ୍ସିନ୍‌ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା...

୧୭,୭୩,୨୪୪ ପରିବାରକୁ ପାଇପ୍‌ ଯୋଗେ ପାନୀୟଜଳ

ଭୁବନେଶ୍ୱର,୨୬ା୭(ବ୍ୟୁରୋ):ଚଳିତବର୍ଷ ୧୭,୭୩,୨୪୪ ଗ୍ରାମୀଣ ପରିବାରଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଇ ଦିଆଯିବ। ଏପର୍ଯ୍ୟନ୍ତ ରାଜ୍ୟର ୪୩, ୮୬, ୭୫୯ ପରିବାରକୁ ଟ୍ୟାପ୍‌ ଯୋଗେ ପିଇବା ପାଣି...

୩ ଜାତିକୁ ସମ୍ବିଧାନର ୨୪ ଧାରାରେ ସାମିଲ ମାମଲା:୪ ସପ୍ତାହ ଭିତରେ ପଦକ୍ଷେପ ନିଅ

କଟକ ଅଫିସ, ୬ା୧୧:ଭାରତୀୟ ସମ୍ବିଧାନର ଧାରା ୨୪ର ଅନୁସୂଚିତ ଜାତି ତାଲିକାରେ ଗିର୍‌ଗିରିଆ, ଗିର୍‌ଗିରା, ଗିଙ୍ଗିରା ଜାତି ସାମିଲ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ...

ଗାଧୋଇବାକୁ ଯାଇ କେନାଲରେ ଭାସିଗଲେ ଶିକ୍ଷକ

ବରଗଡ଼ ଅଫିସ,୨୩ା୧୦: ବରଗଡ଼ ମୁଖ୍ୟ କେନାଲରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ଶିକ୍ଷକ ଭାସି ଯାଇଛନ୍ତି। ସେ ହେଲେ ବରଗଡ଼ ବ୍ଲକ ଅନ୍ତର୍ଗତ ସିମେଣ୍ଟ ନଗର ନିକଟ...

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୨୮ରୁ ବର୍ଷା ପରିମାଣ ବଢ଼ିବ

ଭୁବନେଶ୍ୱର, ୨୫।୮(ବ୍ୟୁରୋ)/ ତାଳଚେର ଅଫିସ: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପର ରୂପ ନେଇଛି। ଏହା...

ବୃଦ୍ଧି ପାଉଛି ଗୁଣିଗାରେଡ଼ି ଜନିତ ଅପରାଧ: ପ୍ରତିକାର ଦାବି କଲା ମାନବବାଦୀ ହେତୁବାଦୀ ସଙ୍ଗଠନ

ବ୍ରହ୍ମପୁର ଅଫିସ,୫ା୧୦-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ବିକାଶ ହେଉଛି ା ଏହାସତ୍ତ୍ୱେ ସମାଜରେ ଗୁଣିଗାରେଡ଼ି ଓ ଅନ୍ଧବିଶ୍ୱାସଜନିତ ଅପରାଧ ସଂଖ୍ୟା ଦିନକୁ ଦିନକୁ ବୃଦ୍ଧି ପାଇବାରେ...

ସରକାରୀ ଜମିରୁ ମୋରମ ଲୁଟ୍‌: ରାଜସ୍ବ ହରାଉଛନ୍ତି ସରକାର

ଔପଦା, ୧୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ତହସିଲ ଅନ୍ତର୍ଗତ ଗଡ଼ସାହି ପଞ୍ଚାୟତର କୁସୁନଦାସପୁର, ରଙ୍ଗାମାଟିଆ, ପଣ୍ଡୁଆ, ପଥରପଦା ଆଦି ଗ୍ରାମରେ ଥିବା ସରକାରୀ ଜମିରୁ ମୋରମ ଲୁଟ୍‌...

Advertisement
Archives

Model This Week