ଏନ୍‌ଏଚ୍‌ଆର୍‌ସିରେ ପହଞ୍ଚିଲା ବଡ଼ବିଲ ବଳାତ୍କାର, ହତ୍ୟା ଘଟଣା

କେନ୍ଦୁଝର,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କାରାଖେଣ୍ଡରା ଜଙ୍ଗଲରେ ଜଣେ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅଭିଯୋଗ କରି ମୃତ ପରିବାରକୁ ୨୦ ଲକ୍ଷ କ୍ଷତି ପୂରଣ ଦେବା ସହ ଏହାର ପ୍ରମାଣ କମିଶନଙ୍କ ନିକଟରେ ଦାଖଲ କରିବାକୁ ଚିଫ୍‌ ସେକ୍ରେଟାରୀଙ୍କୁ ଆଦେଶ ପାଇଁ ନିବେଦନ କରିଛନ୍ତି। ସେହିପରି ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ନିଆ ଯାଇଥିବା କାର୍ଯ୍ୟାନୁଷ୍ଠାନର କପି, ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ତିନି ସପ୍ତାହ ମଧ୍ୟରେ କମିଶନଙ୍କୁ ପଠାଇବା ପାଇଁ କେନ୍ଦୁଝର ଏସ୍‌ପିଙ୍କୁ ଆଦେଶ କରିବାକୁ ନିବେଦନ କରିଛନ୍ତି। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ଘଟଣାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ ଅଧିନିୟମ ସଂଶୋଧନକୁ ବିରୋଧ

ବ୍ରହ୍ମପୁର ଅଫିସ,୯ା୯-ଭାରତୀୟ ବନ ଅଧିନିୟମ ୧୯୨୭ ପ୍ରସ୍ତାବିତ ସଂଶୋଧନକୁ ଆଦିବାସୀ ଭାରତ ମହାସଭା ବିରୋଧ କରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ଦାବି...

ବସ୍‌ ଦୁର୍ଘଟଣା: ମୃତକଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ଦିଗପହଣ୍ଡି/ପାଟପୁର,୨୯।୧(ଡି.ଏନ୍‌.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପ୍ରବଳ କୁହୁଡ଼ି ଯୋଗୁ ମାରୁତି ଶ୍ରୀ ସାଇ ନାମକ ଏକ ଯାତ୍ରୀବାହୀ ବସ୍‌ ନଂ. ଓ ଆର୍‌ ୦୫-ଏ...

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା...

୪୮ କେଜି ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୬।୧୦(ଡି.ଏନ.ଏ.): ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଆଦିବାସୀ ଗ୍ରାମାଅଞ୍ଚଳରୁ ଗଞ୍ଜେଇ ଚୋରାଚାଲାଣ କରିବା ଅଭିଯୋଗରେ ପୋଲିସ ରବିବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ...

ସମ୍ବଲପୁରରେ ମନଇଚ୍ଛା ଗଡୁଛି ଗାଡ଼ିମୋଟର

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ଭୂତାଣୁ ପ୍ରତିଷେଧକ ଭାବେ ଜନତା କର୍ଫ୍ୟୁ ଓ ପରେ ୨୧ ଦିନ ଲକ୍‌ ଡାଉନ କରାଯାଇଛି । ମଙ୍ଗଳବାର ସପ୍ତମ...

ସମ୍ମେଟିଭ୍‌-୨ ପରୀକ୍ଷା ଫଳ ପ୍ରକାଶ ପାଉନି: ଦ୍ୱନ୍ଦ୍ୱରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୫।୫: ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ ନେଇ ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଅନିଶ୍ଚିତତା ମଧ୍ୟରେ ଗତି କରୁଛନ୍ତି।...

୧୨ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ

ରାୟଗଡ଼ା,୨୦ା୮(ଆଶିଷ ରଞ୍ଜନ ପଣ୍ଡା)ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିବା ମହଙ୍ଗା ପଡ଼ିଛି। ରାୟଗଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ୧୨ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶନିବାର ଚାକିରିରୁ...

୪୩ କୋଟିରେ ଚାଲିଛି ୭ ଇନ୍‌ଡୋର ଷ୍ଟାଡିୟମ କାର୍ଯ୍ୟ

ଭଞ୍ଜନଗର,୧୧ା୧୧(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନ ପୂର୍ବରୁ ଶାସକ ବିଜେଡି ପକ୍ଷରୁ ଅନେକ ପ୍ରକଳ୍ପର ଉଦଘାଟନ ପାଇଁ ପ୍ରସ୍ତୁତି ଚାଲିଛି। ଅନେକ ବଡ଼ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା...

Advertisement
Archives

Model This Week