ବାଡ଼ି ଖେଳରେ କମ୍ପିଲା ଗାଁ

ଖମାର,୧୪ା୩(ଡି.ଏନ.ଏ.): ପାଲଲହଡ଼ା ବ୍ଲକ ଖମାର ଥାନା ଶଙ୍ଖମୁର ଗ୍ରାମରେ ଫଗୁ ଦଶମୀ ପାଳିତ ହୋଇଯାଇଛି। ବିଗତ ୨ ବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଫଗୁ ଦଶମୀ ନିରାଡ଼ମ୍ବର ରହିଥିବା ବେଳେ ଚଳିତ ବର୍ଷ ଏହା ଧୁମ୍‌ଧାମରେ ପାଳନ ହୋଇଥିଲା। ବିଶେଷକରି ଗୋପାଳମାନଙ୍କ ବାଡ଼ି ଖେଳ, ଘଣ୍ଟୁଆ, ନଦିଆ ଓ ସଂକୀର୍ତ୍ତନ ମାଧ୍ୟମରେ ସହ୍ରସାଧିକ ଲୋକଙ୍କ ଗହଣରେ ପ୍ରଭୁ ରାଧାକୃଷ୍ଣଙ୍କ ପ୍ରତିମାକୁ ମନ୍ଦିର ବାହାରକୁ ଆଣାଯାଇ ଫଗୁ ଦଶମୀ ବିଧି ଆରମ୍ଭ କରାଯାଇଥିଲା। ଦିଅଁ ଦର୍ଶନ କରିବା ସହିତ ଲୋକେ ଫଗୁ ଖେଳରେ ମଜ୍ଜି ଯାଇଥିଲେ। ରବିବାରଠାରୁ ରାଧାକୃଷ୍ଣଙ୍କୁ ପାଲିଙ୍କିରେ ବସାଇ ଗ୍ରାମ ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି। ୧୭ ତାରିଖ ରାତିରେ ହୋଲପୋଡା ବିଧି ଅନୁଷ୍ଠିତ ହେବ ବୋଲି ଗ୍ରାମ କମିଟି ଓ ଯୁବକ ସଂଘ ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ଚଳିତବର୍ଷ ଦୋଳଯାତ୍ରା ଧୁମଧାମରେ ପାଳନ କରିବାକୁ ମଧ୍ୟ ପ୍ରସ୍ତୁତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri