ବଦ୍ରି ଖୋଲିଲେ ଭିତିରି ପ୍ଲାନ : ଏପଟେ କାହିଁକି ନବୀନଙ୍କ କଥା ମାନିଲେନି କହିଲେ ଦେବାଶିଷ

ଭୁବନେଣ୍ବର,୪।୪: ବହୁ ପ୍ରତୀକ୍ଷିତ ୱାକଫ ବିଲ୍‌ ଲୋକସଭା ପରେ ରାଜ୍ୟସଭାରେ ଗୃହୀତ ହୋଇଛି। ଏହି ବିଲ ବୁଧବାର ଲୋକସଭାରେ ଗୃହୀତ ହେଲା ପରେ ଗୁରୁବାର ରାତିରେ ରାଜ୍ୟରେ ମଧ୍ୟ ବହୁମତ ସହିତ ଗୃହୀତ ହୋଇଛି। ରାଜ୍ୟ ସଭାରେ ୱାକଫ ସପକ୍ଷରେ ୧୨୮ ଭୋଟ ଥିବା ବେଳେ ବିରୋଧରେ ୯୫ ଭୋଟ ଯାଇଥିଲା। ତେବେ ସବୁଠାରୁ ବଡ଼ କଥା ହେଲା ୱାକଫ ବିଲ୍‌କୁ ବିରୋଧ କରିଆସିଥିବା ବିଜେଡି ମଧ୍ୟ ସମର୍ଥନ ଜଣାଇଛି। ମାତ୍ର ବିଜେଡିର ସମସ୍ତ ଏମ୍‌ପି ୱାକଫ ସପକ୍ଷରେ ଯାଇ ନଥିବା କୁହାଯାଉଛି।

ଅନ୍ୟପଟରେ ବିଜେଡି ରାଜ୍ୟସଭା ଏମପି ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି,ଅସନ୍ତୁଷ୍ଟ ହୋଇ ଭୋଟ ଦେଲିନି ବୋଲି କହିଲେ ଦେବାଶିଷ।
ଦଳ ନିଷ୍ପତ୍ତିରେ ଅସନ୍ତୁଷ୍ଟ ହୋଇ ମୁଁ କାଲି ଭୋଟ ଦେଲିନି। ଭୋଟ ଦେଇନଥିଲେ ଦେବାଶିଷ। ଏହି ଘଟଣାକୁ ନେଇ ବିଜେଡିର ଗୋଷ୍ଠୀ କନ୍ଦଳ କଥା ଉଠାଇଛନ୍ତି ବଦ୍ରି ପାତ୍ର। ଅନ୍ୟପକ୍ଷେ ସେ କହିଛନ୍ତି, ଦଳରେ ନିଷ୍ପତ୍ତି ହେଲା ପରେ ଏଭଳି କାର୍ଯ୍ୟ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ବିରୋଧ କରିବାକୁ ନବୀନ ମୁନା ଖାଁଙ୍କୁ ୨ଥର କହିଥିଲେ। ନିଷ୍ଠାପର ଭାବେ ବିରୋଧ କରିବା ପାଇଁ କହିଥିଲେ। ଏପରି କେମିତି ହେଲା ଚିନ୍ତାଜନକ, କିଛି ଖେଳ ହୋଇଛି। ସଭାପତି ନିଜେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଛନ୍ତି। ହ୍ବିପ କାହିଁକି ଜାରି କରାଗଲାନି, ସନ୍ଦେହ ଘେରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri