Posted inଜାତୀୟ

ମେ’ ୧୮ରେ ଖୋଲିବ ବଦ୍ରିନାଥ ଧାମ

ଡେରାଡୁନ,୧୬ ।୨: ବସନ୍ତ ପଞ୍ଚିମୀ ଅବସରରେ ବଦ୍ରିନାଥ ଧାମ ଖୋଲିବା ତିଥି ଘୋଷଣା କରାଯାଇଛି । ଶ୍ରଦ୍ଧାଳୁଙ୍କ ପାଇଁ ଏହା ମେ’ ୧୮ ପ୍ରାତଃ ୪ଟା ୧୫ରେ ଖୋଲିବ ବୋଲି ସୂଚନା ମିଳିଛି । ଗାଡୁ ଘଡା ଯାତ୍ରା ୨୯ ଏପ୍ରିଲରେ ହେବ ବୋଲି ମଧ୍ୟ ନିଶ୍ଚିତ କରାଯାଇଛି । ଜ୍ୟୋତିଷି ପଞ୍ଚାଙ୍ଗ ଦେଖି ଆଜି ନରେନ୍ଦ୍ରନଗରରେ ଭଗବାନ ବଦ୍ରିବିଶାଲଙ୍କ ଦ୍ୱାର ଖୋଲିବାର ତିଥି ବାହାର କରାଯାଇଛି । ବଦ୍ରିନାଥ ଧାମର ଧର୍ମାଧିକାରୀ ଆଚାର୍ଯ୍ୟ ଭୁବନଚନ୍ଦ୍ର ଉନିୟାଲ ଓ ଟିହରି ରାଜପୁରୋହିତ କୃଷ୍ଣ ପ୍ରସାଦ ଉନିୟାଲଙ୍କ କହିବା କଥା ହେଲା ବସନ୍ତ ପଞ୍ଚମି ଦେବୀ ସରସ୍ୱତୀଙ୍କ ଜନ୍ମଦିନ ହୋଇଥିବାରୁ ଏହାକୁ ଶୁଭ ବୋଲି କୁହାଯାଏ । ତେଣୁ ଏହି ଦିନର ଶୁଭ ସମୟକୁ ଦେଖି ଭଗବାନ ବଦ୍ରିନାଥଙ୍କ ଦ୍ୱାର ଖୋଲିବାର ତିଥି ସ୍ଥିର କରାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri