Posted inଜାତୀୟ

ଘୋଷଣା ହେଲା ବଦ୍ରିନାଥ ଦ୍ୱାର ଖୋଲିବାର ତାରିଖ

ଚାମୋଲି,୨୬।୧: ଉତ୍ତରାଖଣ୍ଡ ଚାମୋଲିରେ ଥିବା ବଦ୍ରିନାଥ ଧାମର ଦ୍ୱାର ଖୋଲିବାର ତାରିଖ ଘୋଷଣା ହୋଇଛି। ଚଳିତ ବର୍ଷ ଏପ୍ରିଲ ୨୭ରେ ସକାଳ ୭ଟା ୧୦ରୁ ଭକ୍ତମାନଙ୍କ ପାଇଁ ଧାମର କବାଟ ଖୋଲାଯିବ। ଗୁରୁବାର ମନ୍ଦିର କମିଟିରୁ ଏନେଇ ସୂଚନା ଦିଆଯାଇଛି। ବସନ୍ତ ପଞ୍ଚମୀ ଅବସରରେ ନରେନ୍ଦ୍ରନଗରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କବାଟ ଖୋଲିବାର ତାରିଖ ଘୋଷଣା କରାଯାଇଛି। ଏହି ଅବସରରେ ରାଜ ପରିବାରର ସଦସ୍ୟଙ୍କ ବ୍ୟତୀତ ବି.କେ.ଟି.ସି ଅଧ୍ୟକ୍ଷ ଅଜେନ୍ଦ୍ର ଅଜୟ ମଧ୍ୟ ଉପସ୍ଥିତ ଥିଲେ। ସୂଚନା ମୁତାବକ, ଶୀତଦିନ ପାଇଁ ଗତ ବର୍ଷ ନଭେମ୍ବର ୧୯ରେ ଏହାର କବାଟ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri