ରାଗିଲେ ବାଦଶାହା!

ମୁମ୍ବାଇ: ଜଣାଶୁଣା ର଼୍ୟାପର ଓ ସିଙ୍ଗର ବାଦଶାହା କିଛି ଦିନ ହେବ ତାଙ୍କ ଦ୍ୱିତୀୟ ବିବାହକୁ ନେଇ ଅଛନ୍ତି ଚର୍ଚ୍ଚାରେ। କୁହାଯାଉଛି କି ବାଦଶାହା ତାଙ୍କ ଗର୍ଲ ଫ୍ରେଣ୍ଡ ଇଶା ରିଖିଙ୍କୁ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ଏବେ ଏହି ଗସିପକୁ ନେଇ ମୁହଁ ଖୋଲିଛନ୍ତି ର଼୍ୟାପର ବାଦଶାହା। ଇନଷ୍ଟାଗ୍ରାମ ଜରିଆରେ ର଼୍ୟାପର ଏହି ଗସିପକୁ ନେଇ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ପ୍ରିୟ ମିଡିଆ ମୁଁ ଆପଣଙ୍କୁ ସମ୍ମାନ କରେ, ହେଲେ ଏହା ବହୁତ ଘଟିଆ… ମୁଁ ବିବାହ କରୁନାହିଁ। ଯିଏ ବି ଏମିତି ଖବର ଲେଖୁଛନ୍ତି, ତାଙ୍କୁ ବେହତର ମସଲା ଖୋଜିବାର ଆବଶ୍ୟକତା ରହିଛି।
ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ର଼୍ୟାପରଙ୍କ ଜଣେ ନିକଟତମ ଦାବି କରିଥିଲେ କି ବାଦଶାହା ଇଶା ରିଖିଙ୍କୁ ବିବାହ କରିବାକୁ ଯାଉଛନ୍ତି। ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଥିଲା କି ଏହି ବିବାହରେ ଖୁବ୍‌ କମ ଅତିଥି ଆସିବେ। ର଼୍ୟାପରଙ୍କ ସହ କାମ କରୁଥିବା ମ୍ୟୁଜିକ ଲେବଲର ଜଣେ କର୍ମଚାରୀ ଏହି ସୂଚନା ଦେଇଥିଲେ। ସୂଚନା ଅନୁଯାୟୀ, ର଼୍ୟାପର ୨୦୨୦ରେ ତାଙ୍କ ପ୍ରଥମ ପତ୍ନୀ ଜ୍ୟାସମିନ ମସିହଙ୍କଠାରୁ ଅଲଗା ହୋଇଯାଇଥିଲେ। ଜ୍ୟାସମିନଙ୍କଠାରୁ ତାଙ୍କର ଏକ କନ୍ୟା ସନ୍ତାନ ଜେସେମି ଗ୍ରେସ ମସିହ ସିଂ ରହିଛନ୍ତି। ବାଦଶାହାଙ୍କ ଝିଅ ୨୦୧୭ ମସିହାରେ ଜନ୍ମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri