ବରିଷ୍ଠାସନ

ବରିଷ୍ଠାସନ କରିବା ଫଳରେ ପେଟର ଚର୍ବି କମ୍‌ ହେବା ସହିତ ହାତ, ଗୋଡ଼ର ଚର୍ବି କମ୍‌ ହୁଏ ଓ ମସଲ୍ସ ଷ୍ଟ୍ରଙ୍ଗ୍‌ ହୋଇଥାଏ।

– ଏହି ଆସନ କରିବା ପାଇଁ ପ୍ରଥମେ ଫ୍ଲେଙ୍କ୍‌ ପୋଜ୍‌ କରନ୍ତୁ।
– ଧୀରେ ଧୀରେ ଡାହାଣ ପଟରେ ହାତରୁ ପାଦ ପର୍ଯ୍ୟନ୍ତ ଶରୀରର ଓଜନ ଦିଅନ୍ତୁ।
– ବାମ ହାତ ଓ ପାଦକୁ ଉପର ଆଡ଼କୁ ଉଠାନ୍ତୁ।
– ବାମ ହାତକୁ ଜଙ୍ଘ ଉପରେ ରଖନ୍ତୁ।
– ଏବେ ଆପଣ ଡାହାଣ ହାତକୁ କାନ୍ଧ ଆଗରେ ରଖନ୍ତୁ। ଏହାପରେ ଡାହାଣ ହାତକୁ କାନ୍ଧଠାରୁ ଟିକେ ଆଗକୁ ରଖନ୍ତୁ।
– ନିଃଶ୍ୱାସ ଭିତରକୁ ନେଇ ବାମ ହାତକୁ ଏପରି ରଖନ୍ତୁ ଯେପରି ଭୂମିରୁ ସିଧା ଉପରକୁ ରହିପାରିବ। ଏହି ପୋଜରେ କିଛି ସେକେଣ୍ଡ ରହିବା ସମୟରେ ଅନ୍ୟ ହାତକୁ ଉପରକୁ ରଖନ୍ତୁ।
– ନିଃଶ୍ୱାସ ଧୀରେ ଧୀରେ ଛାଡ଼ିବା ସହ ଫ୍ଲେଙ୍କ ପୋଜକୁ ଆସନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ୧୦ ବର୍ଷ ପରେ ଇଂଲଣ୍ଡକୁ ହରାଇଲା ୱେଷ୍ଟଇଣ୍ଡିଜ୍, ରଦରଫୋର୍ଡଙ୍କ ବିସ୍ଫୋରକ ବ୍ୟାଟିଂ

ନୂଆଦିଲ୍ଲୀ,୧୧।୨: ୱେଷ୍ଟଇଣ୍ଡିଜ୍ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ୩୦ ରନ୍‌ରେ ଚମତ୍କାର ବିଜୟ ହାସଲ କରିଛି। ୨୦୧୬ ଟି-୨୦ ବିଶ୍ୱକପ୍ ଫାଇନାଲ୍ ପରେ…

FIH Hockey Pro League: ରାଉରକେଲାରେ ଭାରତକୁ ୩-୧ରେ ହରାଇଲା ବେଲଜିୟମ

ରାଉରକେଲା,୧୧।୨: ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ଏଫ୍‌ଆଇଏଚ୍ ପୁରୁଷ ପ୍ରୋ ଲିଗ୍ ୨୦୨୫-୨୬ର ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଭାରତୀୟ ଦଳ ବେଲଜିୟମ ନିକଟରୁ ପରାଜିତ ହୋଇଛି।…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ତେବେ ଜାଣନ୍ତୁ ସୁପର…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri