କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ: ୭୫୦ ଶର୍ଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୫।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୭୫୦ ଶଯ୍ୟା ବିଶିଷ୍ଟ ବାଗ୍‌ଚି ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ କରିଛନ୍ତି। ୪୧୦ କୋଟି ଟଙ୍କା ବ୍ୟୟରେ ଏହି ହସ୍ପିଟାଲ ନିର୍ମିତ କରାଯାଇଛି। ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ ହସ୍ପିଟାଲରେ ରହିଥିବା ବେଳେ ଏହା ବାଙ୍ଗାଲୋରର ଶ୍ରୀ ଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଏକ ଶାଖା। ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ। ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,ଆମେ ସମସ୍ତେ ସ୍ବାସ୍ଥ୍ୟ ପ୍ରତି ସଚେତନତା ହେବା ଜରୁରୀ। ଆମେ ସୁସ୍ଥ ରହିଲେ ଓଡ଼ିଶା ସୁସ୍ଥ ରହିବ। ଏଥିସହ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ନୂଆ ଯୁଗ ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଏଣିକି ସବୁ କର୍ମଚାରୀ ରହିବେ…

ନୂଆଦିଲ୍ଲୀ,୨୦ା୮: ସାରା ଦେଶରେ ସରକାରୀ ବିଭାଗ, ସ୍କୁଲ ଏବଂ ହସ୍ପିଟାଲର କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସିଛି। ସେମାନେ ସମସ୍ତେ ଶ୍ରମ ଆଇନର ପରିସର ମଧ୍ୟରେ ରହିବେ।…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri