Posted inରାଜ୍ୟ

ଓଡ଼ିଶାରେ ବାଗେଶ୍ବର ବାବା ଧୀରେନ୍ଦ୍ର କ୍ରିଷ୍ଣା ଶାସ୍ତ୍ରୀ

ନୂଆଦିଲ୍ଲୀ,୧୦।୧୨: ବାବା ବାଗେଶ୍ବର ନାମରେ ପରିଚିତ ଧୀରେନ୍ଦ୍ର କ୍ରିଷ୍ଣା ଶାସ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି କହିଛନ୍ତି ଓଡ଼ିଶାର ଲୋକେ ବହୁତ ଭାଗ୍ୟଶାଳୀ ଓ ଧାର୍ମିକ। ଜଗନ୍ନାଥ ଥିବା ଯାଏ ଓଡ଼ିଶା, ଭାରତ ଏବଂ ଦୁନିଆରେ କେହି ଅନାଥ ନୁହନ୍ତି। ଭଗବାନ ଜଗନ୍ନାଥ ସମସ୍ତଙ୍କର ରକ୍ଷାକର୍ତ୍ତା ସୁରକ୍ଷାଦାତା।

ତେବେ ରଥଯାତ୍ରାରେ ସମସ୍ତଙ୍କ ହାତରେ ଥାଏ ପ୍ରଭୁଙ୍କ ରଶି ଯାହା ଭକ୍ତ ମାନଙ୍କ ପାଇଁ ଭାଗ୍ୟର କଥା। କିନ୍ତୁ ସମସ୍ତଙ୍କ ରଶି ଅଛି ଜଗନ୍ନାଥଙ୍କ ହାତରେ ରହିଛି। ପୂର୍ବରୁ ଛଅ ସାତ ବର୍ଷ ତଳେ ସେ ଓଡ଼ିଶା ଆସିଥିବା ସମୟରେ ମହାପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରିଥିବା କହିଥିଲେ। ଏବେ ପୁଣି ମହାବାହୁ ତାଙ୍କୁ ଡାକରା ଦେଇଥିବାରୁ ସେ ଓଡ଼ିଶା ଆସିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ରୋଷେଇ ଘରେ ଅସ୍ତ୍ର ଅଛି, ଭାଜପାକୁ…ମହିଳାଙ୍କୁ ଉସ୍‌କାଇଲେ ଦିଦି

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ SIRକୁ ନେଇ ରାଜନୀତି ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ମହିଳାମାନଙ୍କୁ ଭୋଟର ତାଲିକା ସମୀକ୍ଷା ସମୟରେ ଯଦି ସେମାନଙ୍କ ନାମ...

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri