Posted inରାଜ୍ୟ

ଓଡ଼ିଶାରେ ବାଗେଶ୍ବର ବାବା ଧୀରେନ୍ଦ୍ର କ୍ରିଷ୍ଣା ଶାସ୍ତ୍ରୀ

ନୂଆଦିଲ୍ଲୀ,୧୦।୧୨: ବାବା ବାଗେଶ୍ବର ନାମରେ ପରିଚିତ ଧୀରେନ୍ଦ୍ର କ୍ରିଷ୍ଣା ଶାସ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ଗଣମାଧ୍ୟମ ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି କହିଛନ୍ତି ଓଡ଼ିଶାର ଲୋକେ ବହୁତ ଭାଗ୍ୟଶାଳୀ ଓ ଧାର୍ମିକ। ଜଗନ୍ନାଥ ଥିବା ଯାଏ ଓଡ଼ିଶା, ଭାରତ ଏବଂ ଦୁନିଆରେ କେହି ଅନାଥ ନୁହନ୍ତି। ଭଗବାନ ଜଗନ୍ନାଥ ସମସ୍ତଙ୍କର ରକ୍ଷାକର୍ତ୍ତା ସୁରକ୍ଷାଦାତା।

ତେବେ ରଥଯାତ୍ରାରେ ସମସ୍ତଙ୍କ ହାତରେ ଥାଏ ପ୍ରଭୁଙ୍କ ରଶି ଯାହା ଭକ୍ତ ମାନଙ୍କ ପାଇଁ ଭାଗ୍ୟର କଥା। କିନ୍ତୁ ସମସ୍ତଙ୍କ ରଶି ଅଛି ଜଗନ୍ନାଥଙ୍କ ହାତରେ ରହିଛି। ପୂର୍ବରୁ ଛଅ ସାତ ବର୍ଷ ତଳେ ସେ ଓଡ଼ିଶା ଆସିଥିବା ସମୟରେ ମହାପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରିଥିବା କହିଥିଲେ। ଏବେ ପୁଣି ମହାବାହୁ ତାଙ୍କୁ ଡାକରା ଦେଇଥିବାରୁ ସେ ଓଡ଼ିଶା ଆସିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri